ଏଷ୍ଟର ବିବରଣ 1:5 · ଓଡ଼ିଆ ବାଇବେଲ
ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ଯଗଣ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନ ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନ ରେ ସାତଦିନ ପର୍ୟ୍ଯନ୍ତ ଭୋଜି ଗ୍ଭଲିଲା।
Cross references
ଦିତୀୟ ବଂଶାବଳୀ 7:8
ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।
ଦିତୀୟ ବଂଶାବଳୀ 30:21
ୟିରୁଶାଲମ ରେ ଇଶ୍ରାୟେଲର ସନ୍ତାନମାନେ ତାଡ଼ୀଶୂନ୍ଯ ପାଉଁରୋଟୀର ପର୍ବ ସାତଦିନ ପର୍ୟ୍ଯନ୍ତ ପାଳନ କଲେ। ସମାନେେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଲବେୀୟ ଓ ଯାଜକମାନେ ପ୍ରତିଦିନ ସମାନଙ୍କେର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ।
ଏଷ୍ଟର ବିବରଣ 7:7
ଆଉ ରାଜା କୋର୍ଧ ରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ବାରା ଆପଣାର ଅମଙ୍ଗଳ ନିଶ୍ଚିତ ହାଇେଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା।