Home Bibles ☰ Books ଏଷ୍ଟର ବିବରଣ 1:7 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 1:7 · ଓଡ଼ିଆ ବାଇବେଲ

ସମାନେେ ନାନାପ୍ରକାର ସୁବର୍ଣ୍ଣପାତ୍ର ରେ ପାନଦ୍ରବ୍ଯ ଓ ରାଜାର ବଦାନ୍ଯତାନୁସା ରେ ପ୍ରଚୁର ରାଜକୀଯ ଦ୍ରାକ୍ଷାରସ ଦେଲେ।

Cross references

ପ୍ରଥମ ରାଜାବଳୀ 10:21

ରାଜା ଶ ଲୋମନଙ୍କର ସମସ୍ତ ପାନପାତ୍ର ସୁନା ରେ ତିଆରି ହାଇେ ଥିଲା। ଲିବାନୋନ-ଅରଣ୍ଯ କୋଠର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୁପାର କୌଣସି ଜିନିଷ ରାଜାପ୍ରାସାଦ ରେ ନଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କହେି ପଗ୍ଭରୁ ନ ଥିଲେ।

ଦିତୀୟ ବଂଶାବଳୀ 9:20

ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସ୍ଥାନ ରେ ନିର୍ମିତ ହାଇେଥିଲା। ଲିବାନୋନର ଅରଣ୍ଯସ୍ଥିତ ଗୃହର ସମସ୍ତ ଗୃହୋପକରଣ ଖାଣ୍ଟି ସୁନା ରେ ନିର୍ମିତ ହାଇେଥିଲା। ଶ ଲୋମନଙ୍କ ସମୟରେ ରୂପା ଏକ ବହୁମୂଲ୍ଯ ଦ୍ରବ୍ଯରୂପେ ଗଣ୍ଯ ହେଉ ନ ଥିଲା।

ଏଷ୍ଟର ବିବରଣ 2:18

ଏହାପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର ଛୁଟି କଲା ଓ ରାଜାର ବଦାନ୍ଯତାନୁସା ରେ ଦାନ କଲା।

ଦାନିଏଲ 5:2

ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

Interlinear

Choose Theme