ସହେି ଅକ୍ଷଶ୍ବରେଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ବୀପରେ କରଧାର୍ୟ୍ଯ କଲେ।
Cross references
ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!
ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ସହେି ଲୋକମାନେ କହିବେ, ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।'
ଏହାପ ରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧ ରେ ୟାଇ ଅନକଙ୍କେୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧ ରେ ୟାଇ ତାକୁ ଅପମାନିତ କରିବ।
ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।