ଏହିସହୁ ଘଟଣା ପରେ ଅକ୍ଷଶ୍ବରେଶ ରାଜାର କୋର୍ଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ୟ୍ଯ ଓ ତାହା ପ୍ରତିକୂଳ ରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।
Cross references
ମାତ୍ର ବାଷ୍ଟୀରାଣୀ ନଫୁସକମାନଙ୍କ ଦ୍ବାରା ରାଜାର କଥିତ ଆଜ୍ଞା ରେ ଆସିବାକୁ ରାଜି ହେଲା ନାହିଁ। ଏମୁ ରାଜା ଅତିଶଯ କୋରଧ କଲେ ଓ ତାହାର ଅନ୍ତକରଣ ରେ କୋରଧାଗ୍ନି ପ୍ରଜ୍ବଳିତ ହେଲା।
ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।
ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।
ତହୁଁ ରାଜା ଦୁଖିତ ଓ ବିବ୍ରତ ହାଇେ ପଡିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ଯା ପର୍ୟ୍ଯନ୍ତ ଉପାଯ ଚିନ୍ତା କଲା।