ରାଜାଙ୍କର ନଫୁସକ ଶାଶ୍ଗସର ତତ୍ତ୍ବାବଧାନ ରେ ଜଣେ କନ୍ଯା ସନ୍ଧ୍ଯା ସମୟରେ ଦ୍ବିତୀୟ ହ ରମଙ୍କେ ନିକଟକୁ ୟିବ ଓ ସକାଳ ରେ ଫରେି ଆସିବ। ଶାଶ୍ଗସ ରାଜାଙ୍କର ତତ୍ତ୍ବାବଧାରକ ଥିଲା।
Cross references
ଦୀଣାର ଭାଇମାନଙ୍କର କଥାନୁସା ରେ ସୁନ୍ନତ ହବୋକୁ ଖୁସି ରେ ଗ୍ରହଣ କଲେ।
ଯବେେ ତାହା ଉପରେ ତୁମ୍ଭେ ସନ୍ତକ୍ସ୍ଟଷ୍ଟ ନକ୍ସ୍ଟହଁ, ତବେେ ତୁମ୍ଭେ ତାକକ୍ସ୍ଟ ଛାଡପତ୍ର ଦବେ ଏବଂ ତା'ର ଇଚ୍ଛା ଅନକ୍ସ୍ଟସା ରେ ତାକକ୍ସ୍ଟ ୟିବାକକ୍ସ୍ଟ ଦବେ। ମାତ୍ର ଟଙ୍କା ବିନିମଯ ରେ ତାକକ୍ସ୍ଟ କାହାକକ୍ସ୍ଟ ବିକିବ ନାହିଁ। ତୁମ୍ଭେ ତାପ୍ରତି ଦାସୀପରି ବ୍ଯବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ।
ବିନା ରାଜା ଡାକରା ରେ ପୁରୁଷ ଓ ସ୍ତ୍ରୀ ଯେ କହେି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ୟାଏ ତାହାର ପ୍ରାଣଦଣ୍ତ ଦବୋର ଏକମାତ୍ର ବ୍ଯବସ୍ଥା ଅଛି। କବଳେ ଯାହା ପ୍ରତି ରାଜା ସ୍ବର୍ଣ୍ଣମଯ ରାଜଦଣ୍ତ ବଢାନ୍ତି, ସହେି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ୟିବାପାଇଁ ଡାକରା ପାଇନାହିଁ।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଆମ୍ଭେ ଆମ୍ଭର ଦାସ ଯାକୁବ ନିମନ୍ତେ ଓ ଆମ୍ଭ ମନୋନୀତ ଇଶ୍ରାୟେଲ ନିମନ୍ତେ ଏହିକାର୍ୟ୍ଯ କରୁଅଛୁ। ତେଣୁ ଆମ୍ଭେ କୋରସ ନାମଧରି ଡ଼ାକୁଅଛୁ। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ଯ ଆମ୍ଭେ ତୁମ୍ଭକୁ ସହେି ଉପାଧି ଦଇେଅଛୁ।
ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।