Home Bibles ☰ Books ଏଷ୍ଟର ବିବରଣ 2:16 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 2:16 · ଓଡ଼ିଆ ବାଇବେଲ

ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।

Cross references

ଏଜ୍ରା 4:6

ଆଉ ଅକ୍ଷଶ୍ବରେଶର ସମୟରେ ତାହାର ଅଧିକାରର ଆରମ୍ଭ ରେ ସମାନେେ ଯିହୁଦା ଓ ୟିରୁଶାଲମ ନିବାସୀମାନଙ୍କ ବୁରୁଦ୍ଧ ରେ ଏକ ଅପବାଦ ପତ୍ର ଲେଖିଲେ।

ଏଜ୍ରା 7:8

ଆଉ ଏଜ୍ରା ପଞ୍ଚମ ମାସ ରେ ଅର୍ଥାତ୍ ରାଜାର ସଇେ ସପ୍ତମ ବର୍ଷ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।

ଏଷ୍ଟର ବିବରଣ 2:1

ଏହିସହୁ ଘଟଣା ପରେ ଅକ୍ଷଶ୍ବରେଶ ରାଜାର କୋର୍ଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ୟ୍ଯ ଓ ତାହା ପ୍ରତିକୂଳ ରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।

ଏଷ୍ଟର ବିବରଣ 2:3

ଆଉ ମହାରାଜା ଆପଣା ରାଜ୍ଯର ସମସ୍ତ ପ୍ରଦେଶ ରେ କର୍ମଗ୍ଭରୀଗଣ ନିୟୁକ୍ତି କରନ୍ତୁ। ସମାନେେ ସହେି ସବୁ ସୁନ୍ଦରୀ କନ୍ଯାଗଣକୁ ଶୂଶନ ରାଜଧାନୀ ରେ ଏକତ୍ର କରି ଅନ୍ତଃପୁର ରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନଫୁସକ ହଗଯରେ ହସ୍ତ ରେ ସମର୍ପଣ କରନ୍ତୁ। ପୁଣି ସମାନଙ୍କେ ଅଙ୍ଗରାଗାର୍ଥକ ଦ୍ରବ୍ଯ ସମାନଙ୍କେୁ ଦତ୍ତ ହେଉ।

ଏଷ୍ଟର ବିବରଣ 8:9

ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।

Interlinear

Choose Theme