ମର୍ଦ୍ଦଖଯ ଆପଣା ମାମୁଁ କନ୍ଯା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନହମେଯୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖଯ ତାହାକୁ ନିଜର କନ୍ଯାରୂପେ ଗ୍ରହଣ କରିଥିଲା।
Cross references
ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।
ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ୟ୍ଯ ଦଖାଇବୋ ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେ ହତେୁ ସେ ପରମ ସୁନ୍ଦରୀ ଥିଲା।
ଏହାପରେ, ରାଜାଙ୍କ ନିକଟକୁ ୟିବାପାଇଁ ଏଷ୍ଟରର ପାଳି ପଡିଲା। ଏଷ୍ଟର ମର୍ଦ୍ଦଖଯଙ୍କ ପାଳିତ କନ୍ଯା ଥିଲା। ସେ ମର୍ଦ୍ଦଖଯର କକା ଅବିହଯିଲର କନ୍ଯା ଥିଲା। ହଗଯେ ରାଜାଙ୍କର ନଫୁସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ବାବଧାରକ, ଯାହା କହିଥିଲେ, ତାହା ଛଡା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହଗଯକେୁ ଦେଖିଲେ, ତା ପ୍ରତି ଅନୁକମ୍ପା କଲେ।
ସହେିଦିନ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ୟିହୁଦୀଯ ଲୋକମାନଙ୍କର ଶତୃ ହାମନର ଗୃହ ଆଦି ଦଲୋ। ଆଉ ମର୍ଦ୍ଦଖଯ ରାଜାଙ୍କ ସାକ୍ଷାତ ରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖଯ ସହିତ କି ସମ୍ପର୍କ ତାହା ଜଣାଇ ଦଇେଥିଲା।
ମୁଁ କବେେ ଖାଦ୍ୟ ରେ କୃପଣ ନୁହେଁ। ମୁଁ ସବୁବେଳେ ଅନାଥ ବାଳକମାନଙ୍କୁ ଖାଦ୍ୟ ପ୍ରଦାନ କରେ।
ଅନାଥ ପିଲାମାନଙ୍କର ସାରା ଜୀବନ ମୁଁ ପିତାଭଳି କାମ କରିଛି। ସାରା ଜୀବନ ବିଧବାମାନଙ୍କ ଯତ୍ନ ନଇେଛି।
ହେ ଯିରିମିୟ, ତୁମ୍ଭ ପିତୃବ୍ଯ ଶଲୂମର ପୁତ୍ର ହନନଲେ ତୁମ୍ଭ ନିକଟକୁ ଆସି ଏହି କଥା କହିବ, 'ଅନାେଥାତ ରେ ମାରେ ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରଯ କର। କାରଣ ତୁମ୍ଭେ ମାରେ ଅତି ନିକଟ ସର୍କୀଯ ଓ ତୁମ୍ଭର କ୍ରଯ କରିବାର ସୂର୍ଣ୍ଣ ଅଧିକାର ଅଛି।'
ଏହି ୟୁବକମାନଙ୍କ ମଧିଅରେ ଯିହୁଦା ପରିବାରବର୍ଗୀଯ ଦାନିୟେଲ, ହନାନିଯ, ମୀଶାଯଲେ ଓ ଅସରିଯ ଥିଲେ।
ମୁଁ ତୁମ୍ଭମାନଙ୍କର ପିତା ହବେି ଓ ତୁମ୍ଭମାନେେ ମାେ ପୁଅ ଓ ଝିଅ ହବେ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି। ଦ୍ବିତୀୟ ଶାମୁଯଲେ 7:14, 7:8
ହେ ପିତାମାନେ ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦଇେ ସମାନଙ୍କେୁ ପ୍ରତିପାଳନ କର।
ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।