Home Bibles ଏଷ୍ଟର ବିବରଣ 2:9 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 2:9 · ଓଡ଼ିଆ ବାଇବେଲ

ଏଥି ରେ ଏହି ୟୁବତୀ ହଗଯରେ ତୁଷ୍ଟିଜନକ ହାଇେ ତାହାଠାରୁ ଅନୁଗ୍ରହ ପାଇଲା। ଏଣୁ ସେ ଶୀଘ୍ର ତାକୁ ରାଜଗୃହରୁ ମନୋନୀତ ସାତଜଣ ଦାସୀଙ୍କ ସହିତ ସମସ୍ତ ଅଂଶ ପ୍ରସାଧନ ଏବଂ ତା'ର ଭାଗ ଖାଦ୍ୟ ଦିଆଗଲା। ଆଉ ସେ ତାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନ ରେ ବାସ କରାଇଲା।

Cross references

ଆଦି ପୁସ୍ତକ 39:4

ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।

ଆଦି ପୁସ୍ତକ 39:21

କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।

ପ୍ରଥମ ରାଜାବଳୀ 8:50

ତୁମ୍ଭ ବିରୁଦ୍ଧ ରେ ପାପ କରିଥିବା ତୁମ୍ଭର ସହେି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହାଇେଥିବା ସହେି ଲୋକମାନଙ୍କୁ କ୍ଷମା କର। ସମାନଙ୍କେର ଶତୃମାନଙ୍କୁ ସମାନଙ୍କେ ପ୍ରତି ଦୟାଳୁ ହବୋକୁ ଦିଅ।

ଏଜ୍ରା 7:6

ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।

ନିହିମିୟା 2:8

ରାଜା ଆସଫ୍ଙ୍କ ନିମନ୍ତେ ମାେତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି। ସେ ଆସଫ୍ଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କଟାବ ପାଇଁ ମାେତେ ଖଣ୍ଡେ କାଠ ଦବୋ ଲାଗି କହିଲେ।

ଏଷ୍ଟର ବିବରଣ 2:3

ଆଉ ମହାରାଜା ଆପଣା ରାଜ୍ଯର ସମସ୍ତ ପ୍ରଦେଶ ରେ କର୍ମଗ୍ଭରୀଗଣ ନିୟୁକ୍ତି କରନ୍ତୁ। ସମାନେେ ସହେି ସବୁ ସୁନ୍ଦରୀ କନ୍ଯାଗଣକୁ ଶୂଶନ ରାଜଧାନୀ ରେ ଏକତ୍ର କରି ଅନ୍ତଃପୁର ରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନଫୁସକ ହଗଯରେ ହସ୍ତ ରେ ସମର୍ପଣ କରନ୍ତୁ। ପୁଣି ସମାନଙ୍କେ ଅଙ୍ଗରାଗାର୍ଥକ ଦ୍ରବ୍ଯ ସମାନଙ୍କେୁ ଦତ୍ତ ହେଉ।

ଏଷ୍ଟର ବିବରଣ 2:12

ଦ୍ବାଦଶ ମାସ ଶଷେ ରେ, ରାଜା ଅକ୍ଷଶ୍ବରଶ ନିକଟକୁ ଏକ କୁଆଁରୀ କନ୍ଯାର ଉପସ୍ଥିତ ହବୋର ସମୟ ଆସିଲା। କାରଣ ସମାନଙ୍କେର ସୌନ୍ଦର୍ୟ୍ଯ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀ ଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ଯ ସବେନ କରିବାକୁ ହେଲା।

ଗୀତସଂହିତା 106:46

ସେ ସମାନଙ୍କେର ସମସ୍ତଙ୍କୁ ବନ୍ଦି କରିଥିବା ମନରେ ଦୟା ଦଖାଇେଲେ।

ହିତୋପଦେଶ 16:7

ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।

ଦାନିଏଲ 1:9

ସେତବେେଳେ ପରମେଶ୍ବର ସହେି ନଫୁସକାଧିପତିର ଦୃଷ୍ଟି ରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:10

ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।

Interlinear

Choose Theme