Home Bibles ଏଷ୍ଟର ବିବରଣ 4:7 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 4:7 · ଓଡ଼ିଆ ବାଇବେଲ

ଏବଂ ମର୍ଦ୍ଦଖଯ ନିଜ ପ୍ରତି ଯାହା ଯାହା ଘଟିଥିଲା ଓ ୟିହୁଦୀଯମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାର ରେ ଠିକ୍ ଯେତେ ମୁଦ୍ରା ଦବୋକୁ ପ୍ରତିଜ୍ଞା କରିଥିଲା, ସେସବୁ ତାକୁ କହିଲା।

Cross references

ଏଷ୍ଟର ବିବରଣ 3:2

ତହିଁରେ ରାଜାର ଯେତେ ଦାସ ରାଜଦ୍ବାର ରେ ଥିଲେ, ସେ ସମସ୍ତେ ନତ ହାଇେ ହାମନକୁ ପ୍ରଣାମ କଲେ। କାରଣ ରାଜା ତାହା ବିଷଯ ରେ ସହେିପରି ଆଜ୍ଞା ଦଇେଥିଲେ। ମାତ୍ର ମର୍ଦ୍ଦଖଯ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।

ଏଷ୍ଟର ବିବରଣ 3:9

ମହାରାଜ ସନ୍ତୁଷ୍ଟ ହେଲେ ସମାନଙ୍କେୁ ବିନାଶ କରିବା ପାଇଁ ପତ୍ର ଲୋଖାଯାଉ। ତହିଁରେ ମୁଁ ରାଜକାର୍ୟ୍ଯ ରେ ନିୟୁକ୍ତ ଲୋକଙ୍କ ହସ୍ତ ରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦବେି।

Interlinear

Choose Theme