ଏଥି ରେ ରାଜା ହାମନକୁ କହିଲା, ତୁମ୍ଭେ ଏହା ଶ୍ରୀଘ୍ର କର, ଯେପରି କହିଲ। ସପରେି ବସନ ଓ ସହେି ଅଶ୍ବ ଘନେି ରାଜଦ୍ବାର ରେ ଉପବିଷ୍ଟ ୟିହୁଦୀଯ ମର୍ଦ୍ଦଖଯ ପ୍ରତି କର। ସେଥିରୁ କିଛି କଥା ଦିଅ ନାହିଁ, ଯାହା ତୁମ୍ଭେ କହିଲ।
Cross references
ଏବେ ତୁମ୍ଭମାନେେ ଜାଣ ସଦାପ୍ରଭୁ ଯାହା ଆହାବ୍ ବଂଶ ବିଷଯ ରେ କହିଥିଲେ, ତାହା ନିଶ୍ଚଯ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିଯ ଦ୍ବାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।
ସାହସୀ ହୁଅ, ତା ହେଲେ ପରମେଶ୍ବର ତୁମ୍ଭକୁ ଶକ୍ତିଶାଳୀ କରିବେ। ହେ ଲୋକମାନେ ଯେଉଁମାନେ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିଛ।
ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।
ଯେଉଁ ଲୋକ ନିଜକୁ ମହାନ ଭାବେ, ତାକୁ ହୀନ କରି ଦିଆୟିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାୟିବ।
ସେ ଯେପରି ନିଜେ ଭୋଗବିଳାସ ଓ ଆମାଦେ ପ୍ରମାଦେ ରେ ଜୀବନ ବିତାଇଛି, ସହେିପରି ତାହାକୁ ଅଧିକ ପରିମାଣ ରେ ୟନ୍ତ୍ରଣା ଓ ବ୍ଯଥା ଭୋଗିବାକୁ ଦିଆୟିବ। ସେ ନିଜେ ଗର୍ବ ରେ କ ହେ, ମୁଁ ରାଣୀ ପରି ସିଂହାସନ ରେ ବସିଛି। ମୁଁ ବିଧବା ନୁହେଁ, ମୁଁ କବେେ ଶାେକ କରିବି ନାହିଁ।