Home Bibles ଏଷ୍ଟର ବିବରଣ 9:15 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 9:15 · ଓଡ଼ିଆ ବାଇବେଲ

ୟିହୁଦୀଯମାନେ ତଚୁର୍ଦ୍ଦଶ ଦିନ ରେ ମଧ୍ଯ ସଠାେରେ ଏକତ୍ରୀତ ହେଲେ। ଅଦର ମାସ ରେ ସମାନେେ ଶୂଶନ ରେ 300 ଲୋକଙ୍କୁ ହତ୍ଯା କଲେ। କିନ୍ତୁ ସମାନେେ ସମାନଙ୍କେର ଦ୍ରବ୍ଯ ଲୁଣ୍ଠନ କଲେ ନାହିଁ।

Cross references

ଏଷ୍ଟର ବିବରଣ 8:11

ରାଜାଙ୍କର ଚିଠି ରେ ଲିଖିତ ବିଷଯ ବସ୍ତୁ ଏହି:

ଏଷ୍ଟର ବିବରଣ 9:2

ସହେି ସମୟରେ, ରାଜା ଅକ୍ଷଶ୍ବରେଶଙ୍କର ରାଜ୍ଯର ସମସ୍ତ ନଗର ରେ ୟିହୁଦୀଯମାନେ ସମାନଙ୍କେୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧ ରେ ପ୍ରତିବାଦ କରିବାକୁ ଏକତ୍ରୀତ ହେଲେ। ପୁଣି ସମାନଙ୍କେ ସମ୍ମୁଖ ରେ କହେି ଠିଆ ହାଇପୋରିଲେ ନାହିଁ, କାରଣ ସମୁଦାଯ ଲୋକେ ସମାନଙ୍କେୁ ଭୟ କରୁଥିଲେ।

ଏଷ୍ଟର ବିବରଣ 9:10

ୟିହୁଦୀଯମାନଙ୍କର ଶତୃ ହମ୍ମଦାଥାର ପୁତ୍ର ହାମନର ଏହି ଦଶ ପୁତ୍ରଙ୍କୁ ସମାନେେ ବଧ କଲେ। ମାତ୍ର ଲୁଟ କରିବାକୁ ସମାନେେ ଇଛା କଲନୋହିଁ।

ଏଷ୍ଟର ବିବରଣ 9:13

ଏଷ୍ଟର କହିଲେ, ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡୁଛି, ତବେେ ଆଜି ପରି କାଲି ମଧ୍ଯ ଶୂଶନ ରେ ହେଉ। ଏବଂ ହାମନର ଦଶପୁତ୍ରଙ୍କୁ ଫାଶିକାଠ ରେ ଟଙ୍ଗାୟାନ୍ତୁ।

ଏଷ୍ଟର ବିବରଣ 9:16

ସହେି ସମୟରେ, ଅନ୍ୟ ପ୍ରଦେଶ ରେ ବାସ କରୁଥିବା ୟିହୁଦୀମାନେ ନିଜକୁ ଅଧିକ ଶକ୍ତି ଶାଳୀ କରିବା ପାଇଁ ଏକତ୍ରୀତ ହେଲେ। ଏହିପରି ଭାବରେ ସମାନେେ ସମାନଙ୍କେର ଶତୃମାନଙ୍କୁ ଜଯ କରିପାରିଲେ। ୟିହୁଦୀଯମାନେ ସମାନଙ୍କେର 75,000 ଶତୃମାନଙ୍କୁ ହତ୍ଯା କଲେ। କିନ୍ତୁ ୟିହୁଦୀଯମାନେ ସମାନଙ୍କେର ଧନ ଲୁଣ୍ଠନ କଲେ ନାହିଁ।

ଗୀତସଂହିତା 118:7

ସଦାପ୍ରଭୁ ମାରେ ସାହାୟ୍ଯକାରୀ। ମୁଁ ମାରେ ଶତ୍ରୁମାନଙ୍କର ପରାସ୍ତ ଦେଖିବି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:22

ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

ଏବ୍ରୀ 13:5

ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

Interlinear

Choose Theme