Home Bibles ଏଷ୍ଟର ବିବରଣ 9:29 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 9:29 · ଓଡ଼ିଆ ବାଇବେଲ

ତାପରେ, ଅବୀହଯିଲର କନ୍ଯା ରାଣୀ ଏଷ୍ଟର ଓ ୟିହୁଦୀଯ ମର୍ଦ୍ଦଖଯର ପୂରୀମ ଦିନ ବିଷଯ ରେ ସୁନିଶ୍ଚିତ କରିବା ପାଇଁ ସମାନଙ୍କେର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ବିତୀୟ ପତ୍ର ଲେଖିଲେ।

Cross references

ଏଷ୍ଟର ବିବରଣ 2:15

ଏହାପରେ, ରାଜାଙ୍କ ନିକଟକୁ ୟିବାପାଇଁ ଏଷ୍ଟରର ପାଳି ପଡିଲା। ଏଷ୍ଟର ମର୍ଦ୍ଦଖଯଙ୍କ ପାଳିତ କନ୍ଯା ଥିଲା। ସେ ମର୍ଦ୍ଦଖଯର କକା ଅବିହଯିଲର କନ୍ଯା ଥିଲା। ହଗଯେ ରାଜାଙ୍କର ନଫୁସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ବାବଧାରକ, ଯାହା କହିଥିଲେ, ତାହା ଛଡା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହଗଯକେୁ ଦେଖିଲେ, ତା ପ୍ରତି ଅନୁକମ୍ପା କଲେ।

ଏଷ୍ଟର ବିବରଣ 3:15

ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସହେି ଆଜ୍ଞା ଶୂଶନ୍ ରାଜଧାନୀ ରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।

ଏଷ୍ଟର ବିବରଣ 8:10

ସେ ରାଜା ଅକ୍ଷଶ୍ବରେଶ ନାମ ରେ ଲେଖି ଓ ରାଜାଙ୍କ ଅଙ୍ଗୁରୀଯ ରେ ମାହେରାଙ୍କିତ କରି ଅଶ୍ବାଶାଳା-ଜାତ ରାଜକୀଯ ଅଶ୍ବବାହାରୂଢ ଦ୍ରୁତଗାମୀ ଦୂତଗଣ ହସ୍ତ ରେ ପତ୍ର ପଠାଇଲା।

ଏଷ୍ଟର ବିବରଣ 9:20

ଏହାପରେ ମର୍ଦ୍ଦଖଯ ଏହିସବୁ ବିଷଯ ଲେଖିଲା ଓ ଅକ୍ଷଶ୍ବରେଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶ ରେ ଥିବା ସମସ୍ତ ୟିହୁଦୀମାନଙ୍କ ନିକଟକୁ ପଠାଇଲା।

Interlinear

Choose Theme