Home Bibles ଏଷ୍ଟର ବିବରଣ 9:5 · ଓଡ଼ିଆ ବାଇବେଲ
ଏଷ୍ଟର ବିବରଣ 9:5 · ଓଡ଼ିଆ ବାଇବେଲ

ୟିହୁଦୀଯମାନେ ସମାନଙ୍କେର ସମସ୍ତ ଶତୃଙ୍କୁ ଖଣ୍ତା ରେ ହାଣି ବିନାଶ କଲେ। ସମାନେେ ସମାନଙ୍କେର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ଯବହାର କଲେ।

Cross references

ନିହିମିୟା 9:24

ଏହିପରି ସହେି ସନ୍ତାନଗଣ ଦେଶ ରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସମାନଙ୍କେ ସମ୍ମୁଖ ରେ ସହେି ଦେଶବାସୀ କିଣାନୀଯମାନଙ୍କୁ ପରାସ୍ତ କଲ। ସମାନେେ ଯେପରି ନିଜ ଇଛାମତେ ବ୍ଯବହାର କରିବେ। ଏଥିପାଇଁ ସମାନଙ୍କେୁ ଓ ସମାନଙ୍କେ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସମାନଙ୍କେ ହସ୍ତ ରେ ସମର୍ପଣ କଲ।

ଏଷ୍ଟର ବିବରଣ 8:11

ରାଜାଙ୍କର ଚିଠି ରେ ଲିଖିତ ବିଷଯ ବସ୍ତୁ ଏହି:

ଗୀତସଂହିତା 18:34

ପରମେଶ୍ବର ମାେତେ ୟୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମାରେ ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କଇବୋ ପାଇଁ ୟଥେଷ୍ଟ ବଳିଷ୍ଠ।

ଗୀତସଂହିତା 18:47

ପରମେଶ୍ବର ମାେ ପାଇଁ ମାରେ ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମାରେ ନିଯନ୍ତ୍ରଣରେ ରଖନ୍ତି।

ଗୀତସଂହିତା 20:7

କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।

ଗୀତସଂହିତା 92:12

ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।

ଗୀତସଂହିତା 149:6

ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।

ଯିରିମିୟ 18:21

ତେଣୁ ସମାନଙ୍କେର ସନ୍ତାନଗଣ ଦୁର୍ଭିକ୍ଷ ରେ କବଳିତ ହୁଅନ୍ତୁ। ସମାନଙ୍କେର ଶତ୍ରୁ ସମାନଙ୍କେୁ ଖଡ୍ଗ ରେ ପରାସ୍ତ କରନ୍ତୁ। ସମାନଙ୍କେର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସମାନଙ୍କେର ପୁରୁଷଗଣ ମୃତ୍ଯୁବରଣ କରନ୍ତୁ ଓ ସମାନଙ୍କେର ୟୁବାଗଣ ୟୁଦ୍ଧ ରେ ନିହତ ହୁଅନ୍ତୁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:6

ଯାହା ଠିକ୍ ପରମେଶ୍ବର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ବର ସମାନଙ୍କେୁ କଷ୍ଟ ଦବେେ।

Interlinear

Choose Theme