Home Bibles ☰ Books ଯାତ୍ରା ପୁସ୍ତକ 1:5 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 1:5 · ଓଡ଼ିଆ ବାଇବେଲ

ମାଟେ ରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷଫଙ୍କେ ଆଗରୁ ମିଶରର ଥିଲେ।

Cross references

ଆଦି ପୁସ୍ତକ 46:26

ଯାକୁବଙ୍କ ବଂଶଧର, ଯେଉଁଲୋକ ତାଙ୍କ ସଙ୍ଗ ରେ ମିଶର ରେ ଉପସ୍ଥିତ ହେଲ। ସମାନେେ 66 ଜଣ ଥିଲେ। (ଯାକୁବଙ୍କ ପୁତ୍ରବଧୁ ବିନା)

ଆଦି ପୁସ୍ତକ 50:22

ଯୋଷଫେ ତାଙ୍କର ପିତାଙ୍କ ପରିବାର ସହିତ ମିଶର ରେ ରହିଲେ। ଯୋଷଫଙ୍କେୁ ଯେତବେେଳେ 110 ବର୍ଷ ହେଲା, ସେ ସୃତ୍ଯୁ ବରଣ କଲେ।

ଯାତ୍ରା ପୁସ୍ତକ 1:20

ପରମେଶ୍ବର ସହେି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସମାନଙ୍କେର ପରିବାରଗୁଡ଼ିକୁ ବଢ଼ାଇଲେ।

ଦିତୀୟ ବିବରଣ 10:22

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତକ୍ସ୍ଟରି ପ୍ରାଣୀ ସହିତ ମିଶରକକ୍ସ୍ଟ ୟାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହକ୍ସ୍ଟ ସଂଖ୍ଯକ କରିଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 8:30

ଗିଦ୍ଦିୟୋନଙ୍କର ନିଜର ସତକ୍ସ୍ଟରିଜଣ ସନ୍ତାନ ଥିଲେ। ତାଙ୍କର ବହକ୍ସ୍ଟତ ସନ୍ତାନ ଥିଲେ କାରଣ ତାଙ୍କର ବହକ୍ସ୍ଟତ ପତ୍ନୀ ଥିଲେ।

Interlinear

Choose Theme