Home Bibles ☰ Books ଯାତ୍ରା ପୁସ୍ତକ 10:19 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 10:19 · ଓଡ଼ିଆ ବାଇବେଲ

ତେଣୁ ସଦାପ୍ରଭୁ ପବନର ଦିନ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବଗେ ରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡାଇ ନଇେ ଲୋହିତ ସୂଫ ସାଗର ରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶର ରେ ରହିଲେ ନାହିଁ।

Cross references

ଯାତ୍ରା ପୁସ୍ତକ 13:18

ତେଣୁ ସଦାପ୍ରଭୁ ସମାନଙ୍କେୁ ଅନ୍ୟ ଏକ ପଥରେ ଆଗଇେ ନେଲେ। ସେ ସମାନଙ୍କେୁ ସୂପ ସମୁଦ୍ର ପ୍ରାନ୍ତର ମଧ୍ଯ ଦଇେ ଆଣିଲେ। ସମାନେେ ମିଶର ଛାଡିବା ସମୟରେ ଇଶ୍ରାୟେଲୀୟମାନେ ୟୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।

ଯାତ୍ରା ପୁସ୍ତକ 15:4

ସେ ଫାରୋଙ୍କର ରଥ ଏବଂ ସନ୍େଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗର ରେ ନିମଗ୍ନ ହାଇେ ଅଛନ୍ତି।

ଯୋୟେଲ 2:20

ଆମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ରାଜ୍ଯ ଛାଡି ୟିବାକୁ ଉତ୍ତର ଦିଗକୁ ବିତାଡିତ କରିବା। ସମାନଙ୍କେୁ ଏକ ଶୁଷ୍କ, ଶୂନ୍ଯ ସ୍ଥାନକୁ ତଡିଦବୋ। ସମାନଙ୍କେ ମଧ୍ଯରୁ କେତକେ ପୂର୍ବ ସମୁଦ୍ର ଆଡେ ଯିବେ ଓ ଆଉ କେତକେ ପଶ୍ଚିମ ସମୁଦ୍ର ଆଡେ ଯିବେ। ସମାନେେ ଏପରି ଭୟଙ୍କର କାର୍ୟ୍ଯ କରିଛନ୍ତି, ସମାନେେ ମୃତ ପ୍ରାଯ ହବେେ, ପଚିଯିବେ ଓ ସଠାରୁେ ଦୁର୍ଗନ୍ଧ ନିର୍ଗତ ହବେ।

ଏବ୍ରୀ 11:29

ବିଶ୍ବାସଥିବା ହତେୁ ହିଁ ମାଶାଙ୍କେ ନତେୃତ୍ବ ରେ ସମସ୍ତେ ସୁଫସାଗର ମଧ୍ଯ ଦଇେ ଶୁଖିଲା ଭୂଇଁ ଥିଲା ଭଳି ଚାଲିଚାଲି ପାର ହାଇଗେଲେ। ଯେତବେେଳେ ମିଶରଦେଶର ଲୋକେ ସୁଫସାଗର ଦଇେ ୟିବାପାଇଁ ଚେଷ୍ଟା କଲେ ସମାନେେ ବୁଡ଼ି ଗଲେ।

Interlinear

Choose Theme