Home Bibles ☰ Books ଯାତ୍ରା ପୁସ୍ତକ 10:20 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 10:20 · ଓଡ଼ିଆ ବାଇବେଲ

କିନ୍ତୁ ସଦାପ୍ରଭୁ ପୁନ୍ନରାଯ ଫାରୋଙ୍କ ହୃଦଯ କଠାେର କଲେ। ଯେଉଁଥି ରେ ଫାରୋ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।

Cross references

ଯାତ୍ରା ପୁସ୍ତକ 3:19

କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।

ଯାତ୍ରା ପୁସ୍ତକ 4:21

ମାଶାେ ମିଶରକୁ ୟାତ୍ରାକରୁଥିବା ସମୟରେ ପରମେଶ୍ବର ତାଙ୍କୁ କହିଲେ, ମନରେଖ, ତୁମ୍ଭେ ଫାରୋଙ୍କ ସହିତ କଥା ହବୋ ସମୟରେ ତୁମ୍ଭେ ସମସ୍ତ ଅଦ୍ଭୁତ କାର୍ୟ୍ଯ ତାଙ୍କୁ ଦଖାଇବେ ଯାହା ମୁଁ ତୁମ୍ଭକୁ ଦଇେଅଛି। କିନ୍ତୁ ମୁଁ ଫାରୋଙ୍କ ମନକୁ କଠିନ କରିବି। ଯେଉଁଥି ରେ ସେ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଅନୁମତି ଦବେେ ନାହିଁ।

ଯାତ୍ରା ପୁସ୍ତକ 7:13

ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।

ଯାତ୍ରା ପୁସ୍ତକ 9:12

କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦଯକୁ ଆହୁରି କଠାେର କଲେ ଯେ, ସେ ମାଶାେ ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।

ଯାତ୍ରା ପୁସ୍ତକ 10:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ। ମୁଁ ତାଙ୍କୁ ନିଷ୍ଠୁର କରିଛି ଏବଂ କର୍ମଚାରୀମାନଙ୍କୁ ମଧ୍ଯ ନିଷ୍ଠୁର ହୃଦଯ କରିଛି। ମୁଁ ଏପରି କରିଅଛି ୟଦ୍ବାରା ମୁଁ ସମାନଙ୍କେୁ ମାରେ ଶକ୍ତିଶାଳୀ ଅଦ୍ଭୁତ କର୍ମ ଦଖାଇେ ପାରିବି.

ଯାତ୍ରା ପୁସ୍ତକ 10:27

ସଦାପ୍ରଭୁ ଫାରୋଙ୍କର ହୃଦଯକୁ ପୁଣି କଠାେର କଲେ, ତେଣୁ ଫାରୋ ସମାନଙ୍କେୁ ଆଉ ୟିବାକୁ ଦେଲେ ନାହିଁ।

ଯାତ୍ରା ପୁସ୍ତକ 11:10

ମାଶାେ ଏବଂ ହାରୋଣ, ଫାରୋଙ୍କ ଆଗ ରେ ଏହିସବୁ ଅଦ୍ଭୁତ କର୍ମମାନ କଲେ, କିନ୍ତୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ତେଣୁ ସେ ଇଶ୍ରାୟେଲୀୟମାନଙ୍କୁ ତାଙ୍କର ଦେଶ ଛାଡି ୟିବା ପାଇଁ ଅନୁମତି ଦେଲେ ନାହିଁ।

ଦିତୀୟ ବିବରଣ 2:30

କିନ୍ତୁ ହିଷ୍ବୋନ୍ର ରାଜା ସୀହାନ୍େ ତାଙ୍କ ଦେଶ ମଧ୍ଯ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ହୃଦଯ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭମାନେେ ସୀହାନକେୁ ପରାସ୍ତ କରିପାରିବ, ଏବଂ ଆଜି ଆମ୍ଭେ ଜାଣିଲକ୍ସ୍ଟ ବାସ୍ତବ ରେ କ'ଣ ସବୁ ଘଟିଲା।

ଯିଶାଇୟ 6:9

ତା'ପ ରେ ସଦାପ୍ରଭୁ କହିଲେ, ୟାଅ ଏବଂ ଏହି ବାର୍ତ୍ତା ଲୋକମାନଙ୍କୁ ଜଣାଅ, ଯଦିଓ ତୁମ୍ଭମାନେେ ଶୁଣୁଛ, କିନ୍ତୁ ତୁମ୍ଭମାନେେ କିଛି ବୁଝୁ ନାହଁ। ଯଦିଓ ଦେଖୁଛ, କିଛି ଶିଖୁ ନାହଁ।'

ଯୋହନଲିଖିତ ସୁସମାଚାର 12:39

ସମାନେେ ବିଶ୍ବାସ କରି ପାରି ନଥିଲେ, କାରଣ ୟିଶାଇୟ ଆହୁରି ମଧ୍ଯ କହିଥିଲେ:

ରୋମୀୟଙ୍କ ପ୍ରତି ପତ୍ର 9:18

ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:11

ସତ୍ଯକୁ ଭଲ ପାଇବା ପାଇଁ ସମାନେେ ମନା କରିବାରୁ, ପରମେଶ୍ବର ମଧ୍ଯ ସମାନଙ୍କେ ପାଖକୁ ସତ୍ଯ ଠାରୁ ଦୂ ରଇେ ନଇେ ୟିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ଯକୁ ବିଶ୍ବାସ କରିବା ଲାଗି ପରମେଶ୍ବର ସମାନଙ୍କେ ପାଖକୁ ସହେି ଶକ୍ତି ପଠାନ୍ତି।

Interlinear

Choose Theme