ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନବେୁ। ଏଠା ରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସମାନଙ୍କେ ମଧ୍ଯରୁ ବଳି ନବୋକୁ ହବେ। କଣ ଦଇେ ସଦାପ୍ରଭୁଙ୍କର ଉପାସନା କରିବାକୁ ହବେ, ତାହା ଆମ୍ଭମାନେେ ସଠାେରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ଯ ସଙ୍ଗ ରେ ନଇେ ୟିବାକୁ ହବେ।
Cross references
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ୟିବାକୁ ଅନୁମତି ଦିଅ। ଯେ ହତେୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି।
ତୁମ୍ଭେ ତୁମ୍ଭର ମଷେ, ଗାଈ ଗୋରୁ ସମସ୍ତ ନଇେ ୟାଅ ଏବଂ ମାେତେ ଆଶୀର୍ବାଦ କର।
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।
ସେତବେେଳେ ତୁମ୍ଭେ ତାହା ଦେଖି ଦୀପ୍ଯମାନ ହବେ ଓ ତୁମ୍ଭର ହୃଦଯ ଉଲାସିତ ହବେ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ଯ ଓ ଅନ୍ୟଦେଶୀଯ ମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
ସହେି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ବଷେଣ ରେ ଗଲେ। ସମାନେେ ସମାନଙ୍କେ ସହିତ ' ମଷେ' ଓ 'ଗାଈମାନଙ୍କୁ' ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସମାନେେ ପାଇଲେ ନାହିଁ। କାହିଁକି ପାଇଲେ ନାହିଁ? କାରଣ ସଦାପ୍ରଭୁ ସମାନଙ୍କେୁ ପରିତ୍ଯାଗ କରିଥିଲେ।
ସହେିଦିନ 'ସଦାପ୍ରଭୁଙ୍କ ପବିତ୍ର' ଏପରିକି ଅଶ୍ବଗଣର ଘଣ୍ଟି ରେ ମଧ୍ଯ ଲଖାୟିବେ। ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ସମସ୍ତ ପାତ୍ର ୟଜ୍ଞବଦେୀର ଜଳପାତ୍ର ତୁଲ୍ଯ ହବେ।
ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।
ସମାନେେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କବେେ ଭାବି ନ ଥିଲୁ। ସମାନେେ ତାହାଙ୍କର ଅର୍ତ ଦବୋ ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠା ରେ ଓ ଆମ୍ଭଠା ରେ ସମର୍ପଣ କଲେ।
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।