ଯାତ୍ରା ପୁସ୍ତକ 11:9 · ଓଡ଼ିଆ ବାଇବେଲ
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଥିଲେ, ଫାରୋ ତୁମ୍ଭର କଥା ଶୁଣିବେ ନାହିଁ, ସେଥିପାଇଁ ମୁଁ ମିଶର ରେ ଆହୁରି ବହୁତ ଆଶ୍ଚର୍ୟ୍ଯ କର୍ମମାନ ଦଖାଇେପାରିବି।
Cross references
ଯାତ୍ରା ପୁସ୍ତକ 3:19
କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ଯ ହାତର ଶକ୍ତି ବିନା ମିଶରର ରାଜାଙ୍କୁ ଜବରଦସ୍ତ କରାଗଲେ ମଧ୍ଯ, ତୁମ୍ଭମାନଙ୍କୁ ୟିବାକୁ ଦବନୋହିଁ।
ଯାତ୍ରା ପୁସ୍ତକ 7:3
କିନ୍ତୁ ମୁଁ ଫାରୋଙ୍କ ହୃଦଯ କଠିନ କରିବି। ତା'ପରେ ମିଶର ଦେଶ ରେ ବହୁତ ଆଶ୍ଚର୍ୟ୍ଯ ଓ ଅଦ୍ଭୁତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ।
ଯାତ୍ରା ପୁସ୍ତକ 10:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ। ମୁଁ ତାଙ୍କୁ ନିଷ୍ଠୁର କରିଛି ଏବଂ କର୍ମଚାରୀମାନଙ୍କୁ ମଧ୍ଯ ନିଷ୍ଠୁର ହୃଦଯ କରିଛି। ମୁଁ ଏପରି କରିଅଛି ୟଦ୍ବାରା ମୁଁ ସମାନଙ୍କେୁ ମାରେ ଶକ୍ତିଶାଳୀ ଅଦ୍ଭୁତ କର୍ମ ଦଖାଇେ ପାରିବି.
ରୋମୀୟଙ୍କ ପ୍ରତି ପତ୍ର 9:16
ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।