Home Bibles ଯାତ୍ରା ପୁସ୍ତକ 12:18 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 12:18 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ଯା ସମୟରୁ ଏକୋଇଶ ଦିନର ସନ୍ଧ୍ଯା ପର୍ୟ୍ଯନ୍ତ ତାଡୀଶୂନ୍ଯ ରୋଟୀ ଭୋଜନ କରିବ।

Cross references

ଯାତ୍ରା ପୁସ୍ତକ 12:1

ଯେଉଁ ସମୟରେ ମାଶାେ ଏବଂ ହାରୋଣ ମିଶର ରେ ଥିଲେ, ସଦାପ୍ରଭୁ ସମାନଙ୍କେୁ କହିଲେ,

ଯାତ୍ରା ପୁସ୍ତକ 12:15

ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।

ଲେବୀୟ ପୁସ୍ତକ 23:5

ପ୍ରଥମ ମାସ ରେ, ମାସର ଚତୁର୍ଦ୍ଦଶ ଦିନ ରେ ସନ୍ଧ୍ଯା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ହବେ।

ଗଣନା ପୁସ୍ତକ 28:16

ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।

Interlinear

Choose Theme