Home Bibles ☰ Books ଯାତ୍ରା ପୁସ୍ତକ 12:39 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 12:39 · ଓଡ଼ିଆ ବାଇବେଲ

ଲୋକମାନେ ସମାନଙ୍କେର ଚକଟା ମଇଦା ରେ ତାଡୀ ମିଶାଇ ପାରିନଥିଲେ। ଏବଂ ସମାନଙ୍କେର ୟାତ୍ରା ପାଇଁ ମଧ୍ଯ ସ୍ବତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନଥିଲେ। ତେଣୁ ସମାନେେ ତାଡୀ ବୀହିନ ରୋଟୀମାନ ପ୍ରସ୍ତୁତ କଲେ।

Cross references

ଯାତ୍ରା ପୁସ୍ତକ 6:1

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ'ଣ କରିବି। ମାରେ ମହାନ ଶକ୍ତି ତାଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ ଏବଂ ସେ ମାରେ ଲୋକମାନଙ୍କୁ ୟିବାକୁ ଦବେ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ଯ କରିବ ତାଙ୍କର ଦେଶ ଛାଡ଼ି ୟିବା ପାଇଁ?

ଯାତ୍ରା ପୁସ୍ତକ 11:1

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧ ରେ ଆଣିବା। ଏହାପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦବେ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡିଦବେ।

ଯାତ୍ରା ପୁସ୍ତକ 12:31

ସହେି ରାତ୍ରି ରେ ରାଜା ଫାରୋ, ମାଶାେ ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ଯରୁ ବାହାର। ତୁମ୍ଭମାନଙ୍କର ବାକ୍ଯ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ୟାତ୍ରା କର।

Interlinear

Choose Theme