Home Bibles ☰ Books ଯାତ୍ରା ପୁସ୍ତକ 12:42 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 12:42 · ଓଡ଼ିଆ ବାଇବେଲ

ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।

Cross references

ଯାତ୍ରା ପୁସ୍ତକ 12:14

ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।

ଯାତ୍ରା ପୁସ୍ତକ 13:3

ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।

ଯାତ୍ରା ପୁସ୍ତକ 13:10

ତେଣୁ ଏହି ସ୍ମରଣୀଯ ଦିବସଟିକୁ ବିଧି ଅନୁସାରେ ପାଳନ କରିବ।

ଦିତୀୟ ବିବରଣ 16:1

ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।

ଗୀତସଂହିତା 136:11

ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Interlinear

Choose Theme