Home Bibles ଯାତ୍ରା ପୁସ୍ତକ 12:45 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 12:45 · ଓଡ଼ିଆ ବାଇବେଲ

ନ ହେଲ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।

Cross references

ଲେବୀୟ ପୁସ୍ତକ 22:10

କବଳେ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀଯ କୌଣସି ଲୋକ ଅବା ଯାଜକ ଗୃହ ରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 2:12

ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।

Interlinear

Choose Theme