ଏକ ଗୃହ ମଧିଅରେ ତାହା ଭୋଜନ କରାୟିବ। ତୁମ୍ଭେ ସହେି ମାଂସର କିଛି ମାତ୍ର ଗୃହ ବାହାରକୁ ନଇୟିବେ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ବି ଅସ୍ଥି ଭାଙ୍ଗିବ ନାହିଁ।
Cross references
ସମାନେେ ପ୍ରଭାତ ପର୍ୟ୍ଯନ୍ତ ତହିଁରୁ କିଛି ରଖିବେ ନାହିଁ। ସମାନେେ ମଷେ ବତ୍ସର କୌଣସି ହାଡ ଭାଗିଂବେ ନାହିଁ, ଆଉ ସମାନେେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।
ସଦାପ୍ରଭୁ ସମାନଙ୍କେ ଶରୀରର ଅସ୍ଥିକୁ ରକ୍ଷା କରିବେ ୟପରେିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦବେେ ନାହିଁ।
କିନ୍ତୁ ବିପଦ ସହେି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚଯ ବିନଷ୍ଟ କରିବ। ଉତ୍ତମ ବ୍ଯକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦବେେ।
କିନ୍ତୁ ସମାନେେ ଯେତବେେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତବେେଳେ ସମାନେେ ଦେଖିଲେ ଯେ, ସେ ମରି ସାରିଲଣେି। ତେଣୁ ସମାନେେ ତାହାଙ୍କ ଗୋଡ ଭାଙ୍ଗିଲେ ନାହିଁ।
ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।
ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।
ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।