Home Bibles ଯାତ୍ରା ପୁସ୍ତକ 12:8 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 12:8 · ଓଡ଼ିଆ ବାଇବେଲ

ସହେି ରାତ୍ରି ରେ, ତୁମ୍ଭେ ତା'ର ମାଂସକୁ ଅଗ୍ନି ରେ ଦଗ୍ଧ କରି ତାଡି ଶୂନ୍ଯ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।

Cross references

ଯାତ୍ରା ପୁସ୍ତକ 1:14

ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସମାନେେ ସମାନଙ୍କେୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବଧ୍ଯ କଲେ। ସମାନଙ୍କେୁ ମଧ୍ଯ ବିଲ ରେ କଠିନ ପରିଶ୍ରମ କରାଇଲେ। ସମାନେେ ପ୍ରେତ୍ୟକକ କ୍ଷେତ୍ର ରେ ସମାନଙ୍କେୁ ଅଧିକ ପରିଶ୍ରମ କରିବାକୁ ବାଧ୍ଯ କଲେ।

ଯାତ୍ରା ପୁସ୍ତକ 12:9

ତୁମ୍ଭେ ସହେି ମାଂସକୁ କଞ୍ଚା ଖାଇବା ନାହିଁକିମ୍ବା ପାଣି ରେ ସିଝାଇବ ନାହିଁ। ତୁମ୍ଭେ ସହେି ମଷେ ଶାବକକୁ ନିଆଁ ରେ ପୁରାପୁରି ପୋଡି଼ବା ଉଚିତ୍। ମଷେର ମୁଣ୍ତ, ଗୋଡ ଏବଂ ଭିତ ରେ ସମସ୍ତ ଅଂଶ ରହିବା ଉଚିତ୍।

ଯାତ୍ରା ପୁସ୍ତକ 13:3

ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।

ଯାତ୍ରା ପୁସ୍ତକ 13:7

ତେଣୁ ସାତଦିନ ପାଇଁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶ ରେ କୌଣସିଠା ରେ ତାଡୀ ମିଶ୍ରୀତ ରୋଟୀ ଯେପରି କହେି ନଖାନ୍ତି।

ଯାତ୍ରା ପୁସ୍ତକ 23:18

ଯେତବେେଳେ ତୁମ୍ଭମାନେେ ପଶୁ ହତ୍ଯା କରିବ ତା'ର ରକ୍ତ ମାେ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ। ତୁମ୍ଭମାନେେ ତାଡିୟୁକ୍ତ ରୋଟୀ ମାେତେ ଉତ୍ସର୍ଗ କରିବ ନାହିଁ। ଏବଂ ତୁମ୍ଭେ ଯେତବେେଳେ ବଳିର ମାଂସ ଖାଇବ ସେତବେେଳେ ସହେି ମାଂସକୁ ଗୋଟିଏ ଦିନ ରେ ଖାଇ ଶଷେ କରିବ। ତା' ପରଦିନକୁ ବଳକା ମାଂସ ରଖିବ ନାହିଁ।

ଯାତ୍ରା ପୁସ୍ତକ 34:25

ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିୟୁକ୍ତ ଦ୍ରବ୍ଯ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ।

ଗଣନା ପୁସ୍ତକ 9:11

ଦ୍ବିତୀୟ ମାସର ଚତୁର୍ବ୍ଦଶ ଦିନ ଗୋଧୂଳି ସମୟରେ ସମାନେେ ତାହା ପାଳନ କରିବେ; ସମାନେେ ତାଡିଶୂନ୍ଯ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।

ଦିତୀୟ ବିବରଣ 16:3

ତୁମ୍ଭମାନେେ ଏହି ପର୍ବ ରେ ଖମିର ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ସାତଦିନ ପର୍ୟ୍ଯନ୍ତ ତୁମ୍ଭମାନେେ 'ତାଡି ଶୂନ୍ଯ ରୋଟୀ' ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହାଇେ ତୁମ୍ଭମାନେେ ମିଶର ଦେଶ ପରିତ୍ଯାଗ କଲ। ଏହିପରି ଭାବରେ ତକ୍ସ୍ଟମ୍ଭ ଜୀବନ ସାରା ମିଶର ଦେଶରକ୍ସ୍ଟ ଆସିଥିବା କଥା ମନେ ରଖିବ।

ଦିତୀୟ ବିବରଣ 16:7

ଆଉ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହକ୍ସ୍ଟଁ ତୁମ୍ଭେ ପ୍ରଭାତ ରେ ଆପଣା ତମ୍ବୁକକ୍ସ୍ଟ ଫରେିୟିବ।

ଦିତୀୟ ବଂଶାବଳୀ 35:13

ଲବେୀୟମାନଙ୍କୁ ଯେ ପ୍ରକାର ଆଦେଶ ଦିଆୟାଇଥିଲା, ସମାନେେ ସହେି ପ୍ରକା ରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସମାନେେ ହାଣ୍ଡି, କେଟ୍ଲି ଓ କରଇେ ରେ ପବିତ୍ର ନବୈେଦ୍ଯଗୁଡ଼ିକୁ ସିଦ୍ଧ କଲେ। ଏହାପରେ ସମାନେେ ଶୀଘ୍ର ସହେି ମାଂସକୁ ଲୋକମାନଙ୍କୁ ଦେଲେ।

ଗୀତସଂହିତା 22:14

ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।

ଯିଶାଇୟ 53:10

ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ଆମୋଷ 4:5

ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।

ଯିଖରିୟ 12:10

ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।

ମାଥିଉଲିଖିତ ସୁସମାଚାର 16:12

ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।

ମାଥିଉଲିଖିତ ସୁସମାଚାର 26:26

ସମାନେେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସହେି ରୋଟୀ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡଇେଲେ। ତାହାକୁ ଶିଷ୍ଯମାନଙ୍କୁ ଦେଲେ। ଯୀଶୁ କହିଲେ, ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମାରେଶରୀର।

ଯୋହନଲିଖିତ ସୁସମାଚାର 6:52

ତା'ପରେ ଯିହୂଦୀମାନେ ପରସ୍ପର ଭିତ ରେ ୟୁକ୍ତିତର୍କ କରିବାକୁ ଲାଗିଲେ। ସମାନେେ କହିଲେ, ଏ ଲୋକ କିପରି ଆମ୍ଭମାନଙ୍କୁ ତା'ର ଶରୀର ଖାଇବା ପାଇଁ ଦଇେ ପାରିବ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:6

ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।

ଗାଲାତୀୟଙ୍କ ପ୍ରତି ପତ୍ର 5:9

ସାବଧାନ ରୁହ, ଅଳ୍ପ ଟିକିଏ ଖମୀର ଜନ୍ତା ହାଇେଥିବା ସବୁ ମଇଦାକୁ ଫୁଲାଇ ଦିଏ।279

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:6

ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।

Interlinear

Choose Theme