Home Bibles ଯାତ୍ରା ପୁସ୍ତକ 13:16 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 13:16 · ଓଡ଼ିଆ ବାଇବେଲ

ଏହା ଚିହ୍ନ ସ୍ବରୂପେ ତୁମ୍ଭ ହସ୍ତ ରେ ଓ ଭୂଷଣ ସ୍ବରୂପେ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ବାହୁବଳ ରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।

Cross references

ଯାତ୍ରା ପୁସ୍ତକ 6:1

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ'ଣ କରିବି। ମାରେ ମହାନ ଶକ୍ତି ତାଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ ଏବଂ ସେ ମାରେ ଲୋକମାନଙ୍କୁ ୟିବାକୁ ଦବେ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ଯ କରିବ ତାଙ୍କର ଦେଶ ଛାଡ଼ି ୟିବା ପାଇଁ?

ଯାତ୍ରା ପୁସ୍ତକ 6:6

ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 12:13

ମନରେଖ ସହେି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ବରୂପ ହବେ। ମୁଁ ଯେତବେେଳେ ସହେି ରକ୍ତ ଦେଖିବି ସହେି ଘରକୁ ଛାଡି ଆଗୁ ଆଗଇବେି। ସଂହାର କାର୍ୟ୍ଯ କବଳେ ମିଶର ଉପରେ ହବେତୁମ୍ଭମାନଙ୍କର କିଛି ହବେ ନାହିଁ।

ଯାତ୍ରା ପୁସ୍ତକ 12:41

430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।

ଯାତ୍ରା ପୁସ୍ତକ 13:9

ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।

ଯାତ୍ରା ପୁସ୍ତକ 13:14

ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।

ଦିତୀୟ ବିବରଣ 5:15

ଏକଥା ତୁମ୍ଭେ ଭକ୍ସ୍ଟଲିବ ନାହିଁ ଯେ ତୁମ୍ଭମାନେେ ମିଶର ରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତକଲେ। ଏହି ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦଇେଛନ୍ତି।

ଦିତୀୟ ବିବରଣ 6:7

ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।

ଦିତୀୟ ବିବରଣ 6:8

ଆଉ ତୁମ୍ଭେ ସଗେୁଡିକୁ ଚିହ୍ନ ରୂପେ ନିଜ ହସ୍ତ ରେ ଓ ତକ୍ସ୍ଟମ୍ଭ କପାଳ ରେ ବାନ୍ଧିବା ଉଚିତ୍।

ଦିତୀୟ ବିବରଣ 6:21

ତୁମ୍ଭମାନେେ ଆପଣା ସନ୍ତାନମାନଙ୍କୁ କହିବ, 'ଆମ୍ଭମାନେେ ମିଶର ରେ ଫାରୋର ବନ୍ଧାଦାସ ଥିଲକ୍ସ୍ଟ, ପକ୍ସ୍ଟଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାରକରି ଆଣିଲେ।

ଦିତୀୟ ବିବରଣ 11:18

ଏଣୁ ତୁମ୍ଭମାନେେ ମାହେର ସହେି ସକଳ ବାକ୍ଯ ନିଜ ନିଜ ହୃଦଯ ରେ ଧାରଣ କର (ହୃଦଯ ରେ ଲିପିବଦ୍ଧ କର)। ନିଜ ନିଜ ହସ୍ତ ରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷକ୍ସ୍ଟ ଦ୍ବଯ ରେ ଭୂଷଣ ସ୍ବରୂପ ହେଉ।

ଦିତୀୟ ବିବରଣ 26:8

ତା'ପରେ ସଦାପ୍ରଭୁ ବଳବାନ ହସ୍ତଦ୍ବାରା ଓ ବିସ୍ତୀର୍ଣ ବାହକ୍ସ୍ଟଦ୍ବାରା ଓ ମହାତ୍ରାସଦ୍ବାରା ଓ ନାନା ଚିହ୍ନ ଦ୍ବାରା, ଆଶ୍ଚର୍ୟ୍ଯ କର୍ମମାନଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ।

ବିଚାରକର୍ତାମାନଙ୍କ ବିବରଣ 2:12

ସଦାପ୍ରଭୁ ମିଶରରକ୍ସ୍ଟ ସହେି ଲୋକମାନଙ୍କୁ ଇଶ୍ରାୟେଲକକ୍ସ୍ଟ ଆଣିଥିଲେ। ଏବଂ ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁଙ୍କର ସବୋ କରୁଥିଲେ। କିନ୍ତୁ ଏହାପରେ ଇଶ୍ରାୟେଲର ଲୋକମାନେ ମିଥ୍ଯାବାଦୀ ଦବେତାଙ୍କୁ ସବୋ କରିବାକୁ ଲାଗିଲେ, ଯେଉଁମାନେ ସମାନଙ୍କେ ଚତଃପାଶର୍‌ବ ରେ ରହକ୍ସ୍ଟଥିଲେ। ଏହା ସଦାପ୍ରଭୁଙ୍କର କୋରଧ ଉତ୍ପନ୍ନ କଲା।

ନିହିମିୟା 1:10

ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।

ଗୀତସଂହିତା 136:11

ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

ହିତୋପଦେଶ 6:21

ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।

ଦାନିଏଲ 9:15

ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ବାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ଯ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛୁ। ହେ ପ୍ରଭୁ, ଆମ୍ଭମାନେେ ପାପ କରିଅଛୁ ଓ ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।

ମାଥିଉଲିଖିତ ସୁସମାଚାର 23:5

କବେଳେ ଅନ୍ୟ ଲୋକଙ୍କୁ ଦେଖଇେ ହବୋ ପାଇଁ ଯାହା କିଛି ଭଲ କାମ, ତାହା ସମାନେେ କରନ୍ତି। ନିଜକୁ ଧାର୍ମିକ ଦେଖଇେ ହବୋ ପାଇଁ ପ୍ରକୃତ ରେ ସମାନେେ ବଡ଼ବଡ଼ କବଚ଼ ପିନ୍ଧିଥାନ୍ତି ଓ ନିଜର ସ୍ବତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥାନ୍ତି।

Interlinear

Choose Theme