Home Bibles ଯାତ୍ରା ପୁସ୍ତକ 14:11 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 14:11 · ଓଡ଼ିଆ ବାଇବେଲ

ସମାନେେ ମାଶାଙ୍କେୁ କହିଲେ, କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ'ଣ ମରିବାକୁ ଆଣିଲ? ଆମ୍ଭମାନେେ ମିଶର ରେ ଶାନ୍ତି ରେ ମରିପାରିଥାନ୍ତୁ। ଯେ ହତେୁ ମିଶର ରେ ବହୁ ପରିମାଣର କବର ଅଛି।

Cross references

ଆଦି ପୁସ୍ତକ 43:6

ଯାକୁବ କହିଲା, ତୁମ୍ଭମାନେେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭମାନେେ ମାେ ପାଇଁ ଏକ ଖରାପ କାର୍ୟ୍ଯ କାହିଁକି କଲ?

ଯାତ୍ରା ପୁସ୍ତକ 5:22

ଏହାପରେ ମାଶାେ ସଦାପ୍ରଭୁଙ୍କ ପାଖକୁ ଫରେିଗଲେ ଓ କହିଲେ, ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମାେତେ କାହିଁକି ଏହି ସ୍ଥାନକୁ ପଠାଇଲ?

ଯାତ୍ରା ପୁସ୍ତକ 15:23

ତିନିଦିନ ପରେ ଲୋକମାନେ ମାରାଠା ରେ ପହନ୍ଚିଲେ। ସଠାେରେ ପାଣି ଥିଲା କିନ୍ତୁ ତିକ୍ତତା ହତେୁ ପାନୀଯ ଯୋଗ୍ଯ ନଥିଲା। ଯେଉଁଥିପାଇଁ ସହେି ସ୍ଥାନର ନାମ ଥିଲା ମାରା।

ଯାତ୍ରା ପୁସ୍ତକ 16:2

ଏହାପରେ ସମଗ୍ର ଇଶ୍ରାୟେଲୀୟ ସମାଜ ମରୁଭୂମିଠା ରେ ମାଶାେ ଓ ହାରୋଣଙ୍କ ଉପରେ ଅସନ୍ତାଷେ ପ୍ରକାଶ କଲେ।

ଯାତ୍ରା ପୁସ୍ତକ 16:3

ଲୋକମାନେ କହିଲେ, ଏହା ବହୁତ ଭଲ ହାଇେଥାନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶର ରେ ହତ୍ଯା କରିଥାନ୍ତେ। ସଠାେରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ଯକ ପରିମାଣର ଖାଦ୍ୟ ସଠାେରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠା ରେ ଆମ୍ଭକୁ ଭୋକରେ ମାରିବାକୁ ଚାହଁ କି?

ଯାତ୍ରା ପୁସ୍ତକ 17:2

ତେଣୁ ଲୋକମାନେ ମାଶାଙ୍କେ ନିକଟକୁ ଗଲେ ଓ ଅଭିଯୋଗ କଲେ। ଆମ୍ଭକୁ ପିଇବାକୁ ପାଣି ଦିଅ।

ଯାତ୍ରା ପୁସ୍ତକ 17:3

କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୁଷାର୍ତ୍ତ ଥିଲେ। ତେଣୁ ସମାନେେ ମାଶାଙ୍କେୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ'ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠା ରେ ମରିବା ପାଇଁ?

ଗଣନା ପୁସ୍ତକ 11:1

ତା'ପରେ ଲୋକମାନେ ସଦାପ୍ରଭୁଙ୍କଠା ରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କୋରଧ ପ୍ରଜ୍ବଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସମାନଙ୍କେ ମଧିଅରେ ପ୍ରଜ୍ବଳିତ ହାଇେ ଛାଉଣୀର ପ୍ରାନ୍ତଭାଗ ଗ୍ରାସ କଲା।

ଗଣନା ପୁସ୍ତକ 11:15

ଆଉ ଯଦି ତୁମ୍ଭେ ମାେ ପ୍ରତି ଏପରି ପଥରେ ବ୍ଯବହାର କରିବାକୁ ଯାଉଅଛ, ତବେେ ବିନଯ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତବେେ ମାେତେ ମାରିଦିଅ ପେଛ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।

ଗଣନା ପୁସ୍ତକ 14:1

ସମସ୍ତ ମଣ୍ତଳୀ ସହେି ରାତ୍ରି ରେ ଛାଉଣୀ ରେ ଉଚ୍ଚସ୍ବର ରେ ରୋଦନ କଲେ।

ଗଣନା ପୁସ୍ତକ 14:2

ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସମାନଙ୍କେ ଆଗ ରେ ଅଭିଯୋଗ କଲେ, ଯଦି ଆମ୍ଭମାନେେ ସହେି ମିଶର ଦେଶ ରେ କିମ୍ବା ମରୁଭୂମିରେ ମରିୟାଇଥାନ୍ତୁ, ତବେେ ଭଲ ହାଇେଥାନ୍ତା।

ଗଣନା ପୁସ୍ତକ 16:41

ତା' ପରଦିନ ଇଶ୍ରାୟେଲ ସମସ୍ତ ଲୋକମାନେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କରି କହିଲେ ଯେ , ସମାନେେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ଯା କଲେ।

ଗୀତସଂହିତା 106:7

ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ୟ୍ଯ କ୍ରିଯାମାନ ଦଖାଇେଥିଲା ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାଁନ୍ତି। ତୁମ୍ଭର ବହୁତ ଦୟାର କାମକୁ ସମାନେେ ମନେ ରଖିଲେ ନାହିଁ। ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

Interlinear

Choose Theme