କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।
Cross references
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ସହେି ରାତ୍ରି ରେ ସଦାପ୍ରଭୁ ଇସ୍ହାକକୁ କହିଲେ, ମୁଁ ତୁମ୍ଭର ପିତା ଅବ୍ରହାମର ପରମେଶ୍ବର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।
ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।
ତେଣୁ ସହେିଦିନ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇଶ୍ରାୟେଲର ଲୋକମାନେ ମିଶରୀଯମାନଙ୍କର ମୃତ ଦହକେୁ ସୂଫ ସମୁଦ୍ର କୂଳ ରେ ଥିବାର ଦେଖିଲେ।
ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।
ତେଣୁ ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଅ ନାହିଁ, ଆଉ ସହେି ଦେଶର ଲୋକମାନଙ୍କୁ ଭୟ କରନାହିଁ। ସମାନେେ ଆମ୍ଭମାନଙ୍କର ଖାଦ୍ୟ ସ୍ବରୂପ। ସମାନଙ୍କେର ଆଶ୍ରଯ ସମାନଙ୍କେ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗ ରେ ଅଛନ୍ତି, ଭୟ କରନାହିଁ।
' ହେ ଇଶ୍ରାୟେଲବାସୀ ମାରେ କଥା ଶକ୍ସ୍ଟଣ। ଆଜି ତୁମ୍ଭମାନେେ ତୁମ୍ଭର ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ୟିବ। ତୁମ୍ଭମାନେେ କବେେ ଭୟକରିବ ନାହିଁ, ତୁମ୍ଭମାନଙ୍କେର ହୃଦଯ ଦୁର୍ବଳ କରନାହିଁ।
ଇଲୀଶାୟ କହିଲେ, ଭୟ କରନାହିଁ, କାରଣ ଯୋଦ୍ଧା ଆମ୍ଭ ପାଇଁ ୟିଏ ୟୁଦ୍ଧ କରୁଛନ୍ତି, ସମାନଙ୍କେଠାରୁ ଅଧିକ।
କିନ୍ତୁ ସହେି ତିନି ବୀର ସହେି କ୍ଷତେ ମଧିଅରେ ଠିଆ ହାଇେ ରହିଲେ ଓ ସମାନଙ୍କେର ପ୍ରତିରୋଧ କଲେ। ସମାନେେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଏକ ମହାବିଜଯ ପ୍ରଦାନ କଲେ।
ୟିଯଯଲେ କହିଲେ, ରାଜା ଯିହାଶାଫେଟ୍, ଯିହୁଦା ଏବଂ ୟିରୁଶାଲମର ସମସ୍ତ ଲୋକ ମାେ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି : ଏହି ବୃହତ୍ ସୈନ୍ଯଦଳ ବିଷଯ ରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ୟୁଦ୍ଧ ତୁମ୍ଭର ୟୁଦ୍ଧ ନୁହେଁ, ଏହା ପରମେଶ୍ବରଙ୍କର ୟୁଦ୍ଧ ଅଟେ।
ତୁମ୍ଭମାନଙ୍କର ଏହି ୟୁଦ୍ଧ ରେ ୟୁଦ୍ଧ କରିବା ଦରକାର ନାହିଁ। ତୁମ୍ଭମାନେେ ନିଜ ସ୍ଥାନ ରେ ଦୃଢ଼ ହାଇେ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭମାନେେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗ ରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧ ରେ ବାହାରି ୟାଅ।'
ତୁମ୍ଭେ ମିଶରଠା ରେ ଆମ୍ଭ ପୂର୍ବପୁରୁଷଗଣର କ୍ଲେଶ ଦେଖିଲ ଓ ସୂଫ ସାଗର ନିକଟରେ ସମାନଙ୍କେର କ୍ରନ୍ଦନ ଶୁଣିଲ।
ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ପରମେଶ୍ବର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସମାନଙ୍କେର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
ପରମେଶ୍ବର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ। ତଣେୁ ସମାନେେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ବର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।
ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।
ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।
କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।
ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
ହେ ସଦାପ୍ରଭୁ, ତୁମ୍ଭେ କ'ଣ ନଦୀ, ଝରଣା, ସମୁଦ୍ର ଉପ ରେ କୋରଧାନ୍ବିତ ହାଇେଥିଲ? ସେଥିପାଇଁ କ'ଣ ତୁମ୍ଭେ ତୁମ୍ଭର ଅଶ୍ବ ଏବଂ ରଥକୁ ଆରୋହଣ କଲ?
ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।
ସ୍ବର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, ଭୟକର ନାହିଁ। ଯେଉଁ ଯୀଶୁଙ୍କୁ କୃଶ ରେ ଚ଼ଢ଼ାଇ ମାରି ଦିଆଯାଇଛି ତୁମ୍ଭେ ତାହାଙ୍କୁ ଖାଜେୁଥିବା କଥା ମୁଁ ଜାଣିଛି।