ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।
Cross references
ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।
ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।
ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ବାରୋହି ସୈନ୍ଯ ଓ ରଥାରୋହି ସୈନ୍ଯମାନେ ମଧ୍ଯ ଗଲେ।
ମାଶାେ ମିଶରକୁ ୟାତ୍ରାକରୁଥିବା ସମୟରେ ପରମେଶ୍ବର ତାଙ୍କୁ କହିଲେ, ମନରେଖ, ତୁମ୍ଭେ ଫାରୋଙ୍କ ସହିତ କଥା ହବୋ ସମୟରେ ତୁମ୍ଭେ ସମସ୍ତ ଅଦ୍ଭୁତ କାର୍ୟ୍ଯ ତାଙ୍କୁ ଦଖାଇବେ ଯାହା ମୁଁ ତୁମ୍ଭକୁ ଦଇେଅଛି। କିନ୍ତୁ ମୁଁ ଫାରୋଙ୍କ ମନକୁ କଠିନ କରିବି। ଯେଉଁଥି ରେ ସେ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଅନୁମତି ଦବେେ ନାହିଁ।
ସଦାପ୍ରଭୁ କହନ୍ତି, 'ଇଶ୍ରାୟେଲ ହେଉଛ ମାରେ ପ୍ରଥମ ଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛ ଯେ ତୁମ୍ଭେ ମାରେ ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳ ରେ ସମାନେେ ମାରେ ଉପାସନା କରିବେ। ଯଦି ତୁମ୍ଭେ ସମାନଙ୍କେୁ ୟିବା ପାଇଁ ନଦିଅ ତବେେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ଯା କରିବି।'
କିନ୍ତୁ ମୁଁ ଫାରୋଙ୍କ ହୃଦଯ କଠିନ କରିବି। ତା'ପରେ ମିଶର ଦେଶ ରେ ବହୁତ ଆଶ୍ଚର୍ୟ୍ଯ ଓ ଅଦ୍ଭୁତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ।
ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।
ମୁଁ ଫାରୋଙ୍କୁ ପୁଣି ଜିଦ୍ଖୋର କରିବି ଏବଂ ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ଯମାନଙ୍କୁ ପରାସ୍ତ କରିବି। ଏହା ମାରେ ସମ୍ମାନ ବଢାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ। ସମାନେେ ତାଙ୍କ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ।
ଇଶ୍ରାୟେଲୀୟ ଲୋକମାନେ ବିଜଯୀ ଭାବରେ ବାସ କରୁଥିଲେ। କିନ୍ତୁ ଯେ ହତେୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ସେ ଇଶ୍ରାୟେଲୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ।
ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।
'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ
ସଦାପ୍ରଭୁ ସମାନଙ୍କେର ହୃଦଯ କଠିନ କଲେ। ଯେପରି ସମାନେେ ଇଶ୍ରାୟେଲ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିବେ ଓ ସଂପୂର୍ଣ୍ଣରୂପେ ବିନା କରୁଣା ରେ ଧ୍ବଂସ ହବେେ। ଏହା ମାଶାଙ୍କେକ୍ସ୍ଟ ସଦାପ୍ରଭୁଙ୍କର ଆଜ୍ଞାନକ୍ସ୍ଟସା ରେ ହେଲା।
ମୁ ୟାବୀନର ସନୋପତି ସୀଷରାକକ୍ସ୍ଟ ଆଗଇେ ନବେି, ତା'ର ରଥକକ୍ସ୍ଟ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖ ରେ ତୁମ୍ଭକୁ ଓ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି।'
ଆମ୍ଭେ ନିଜେ ତାଙ୍କୁ କହିଅଛୁ, ନିଜେ ତାଙ୍କୁ ଆହ୍ବାନ କରିଛୁ, ନିଜେ ତାଙ୍କୁ ଆଣିଅଛୁ ; ସେ ନିଜ ପଥରେ କୃତକାର୍ୟ୍ଯ ହବେ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
ମାତ୍ର ତୁମ୍ଭମାନେେ ଆମ୍ଭର ବାକ୍ଯକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦଇେଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।
ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧିଅରେ ତୁମ୍ଭର ବିଚାର କରିବାା
କୁହ :
ଆଉ କୁହ, ' ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,
ତେଣୁ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆମ୍ଭ ମଷେମାନଙ୍କର ପାଳକ ହବେୁ। ଆମ୍ଭେ ସମାନଙ୍କେର ଅନ୍ବଷେଣ କରିବୁ ଓ ଆମ୍ଭେ ସମାନଙ୍କେର ତତ୍ତ୍ବ ନବେୁ।
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, କିନ୍ତୁ ଦେଖ, ମୁଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧିଅରେ ବିଚାର କରିବି।
କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରଯିମଙ୍କୁ ଆକ୍ରମଣ କରିବା। ୟୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ଯକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସମାନଙ୍କେୁ ଖଣ୍ତ ଖଣ୍ତ କରି ଚିରିଦବୋ। ଆମ୍ଭେ ସମାନଙ୍କେୁ ବହୁଦୂରକୁ ନଇୟିବୋ ଏବଂ କହେି ସମାନଙ୍କେୁ ରକ୍ଷା କରିପାରିବେ ନାହିଁ।