ଇଶ୍ରାୟେଲର ଲୋକମାନଙ୍କୁ କୁହ, ସମାନେେ ପୀହହୀରୋତକୁ ଫରେି ୟାଆନ୍ତୁ ଏବଂ ସାମନା ରେ ଛାଉଣୀ ପକାନ୍ତୁ। ସମାନଙ୍କେୁ କୁହ, ସମାନେେ ମିଗ୍ଦୋଲ ଓ ସମୁଦ୍ର ମଧିଅରେ ଏବଂ ବାଲ୍ସଫୋନ୍ ଆଗ ରେ ଛାଉଣୀ ସ୍ଥାପନ କରନ୍ତୁ।
Cross references
ଏବଂ ତା'ପରେ ଯେତବେେଳେ ଫାରୋ ମାରେ ଲୋକମାନଙ୍କୁ ମିଶର ଛାଡିବାକୁ ଦେଲେ, ଯଦିଓ ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ୟିବା ପାଇଁ ନିକଟ ବାଟ ଥିଲା, ସଦାପ୍ରଭୁ, ସେ ପଥରେ ନେଲେ ନାହିଁ। ସଦାପ୍ରଭୁ କହିଲେ, ଯଦି ଲୋକମାନେ ଏ ବାଟରେ ୟାଆନ୍ତି। ସମାନଙ୍କେୁ ହୁଏତ ୟୁଦ୍ଧ କରିବାକୁ ପଡିପା ରେ। ତବେେ ହୁଏତ ସମାନେେ ତାଙ୍କର ମତ ପରିବର୍ତ୍ତନ କରି ପାରନ୍ତି ଓ ମିଶରକୁ ଫରେିୟାଇ ପାରନ୍ତି।
ତେଣୁ ସଦାପ୍ରଭୁ ସମାନଙ୍କେୁ ଅନ୍ୟ ଏକ ପଥରେ ଆଗଇେ ନେଲେ। ସେ ସମାନଙ୍କେୁ ସୂପ ସମୁଦ୍ର ପ୍ରାନ୍ତର ମଧ୍ଯ ଦଇେ ଆଣିଲେ। ସମାନେେ ମିଶର ଛାଡିବା ସମୟରେ ଇଶ୍ରାୟେଲୀୟମାନେ ୟୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।
ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ବ, ରଥ, ତାଙ୍କର ରଥା ରୋହୀ ଏବଂ ତାଙ୍କର ସୈନ୍ଯ ସମାନଙ୍କେୁ ଗୋଡ଼ାଇଲେ ଆବଂ ସମୁଦ୍ର ପାଖ ରେ ବାଲ-ସଫୋନ ଆଡକୁ ମୁଖ କରିଥିବା ପୀହହୀରୋତ ଛାଉଣୀ ନିକଟରେ ଭଟେିଲେ।
ତହୁଁ ସମାନେେ ଏଥମରୁ ୟାତ୍ରା କରି ବାଲସଫୋନର ନିକଟସ୍ଥ ପୀହହୀରୋତକୁ ଫରେି ଆସିଲେ। ସମାନେେ ମିଗ୍ଦୋଲ ନିକଟରେ ଛାଉଣୀ ସ୍ଥାପନ କଲେ।
ଏହିପରି ଭାବରେ ମୁ ତୁମ୍ଭର ପୂର୍ବପୁରୁଷଗଣଙ୍କକ୍ସ୍ଟ ମିଶରରକ୍ସ୍ଟ ନଇେ ଆସିଲି। ମିଶରୀଯମାନେ ରଥ ଓ ରଥା ରୋହୀ ସହିତ ସୂଫ ସମକ୍ସ୍ଟଦ୍ର ପ୍ରର୍ୟ୍ଯନ୍ତ ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ପେଛ ପେଛ ଗୋଡ଼ାଇ ଆସିଥିଲେ। ମିଶରୀଯ ରଥା ରୋହୀ ଓ ଅଶ୍ବାରୋହୀ ମଧ୍ଯ ଥିଲେ।
ଯେଉଁ ୟିହୁଦୀଯମାନେ ମିଶର ଦେଶସ୍ଥ ମିର୍ଦୋଲ ରେ, ତଫନ ହଷେ ରେ, ନୋଫ ରେ ଓ ପଥ୍ରୋପ ପ୍ରଦେଶ ରେ ବାସ କଲେ ସମାନଙ୍କେ ଉଦ୍ଦେଶ୍ଯ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'
ତେଣୁ ମୁଁ (ପରମେଶ୍ବର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବନେୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ୟ୍ଯନ୍ତ ସମଗ୍ର ମିଶର ଦେଶକୁ ଶୂନ୍ଯ ଓ ଧ୍ବଂସସ୍ଥାନ କରିବି।