Home Bibles ଯାତ୍ରା ପୁସ୍ତକ 14:23 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 14:23 · ଓଡ଼ିଆ ବାଇବେଲ

ମିଶରୀଯମାନେ ସମାନଙ୍କେ ପଛ ରେ ଗୋଡ଼ାଇଲେ। ଏହାପରେ ଫାରୋଙ୍କର ସମସ୍ତ ଅଶ୍ବ ଓ ରଥ ସମାନଙ୍କେୁ ସମୁଦ୍ର ପର୍ୟ୍ଯନ୍ତ ଅନୁସରଣ କଲେ।

Cross references

ଯାତ୍ରା ପୁସ୍ତକ 14:17

ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।

ଯାତ୍ରା ପୁସ୍ତକ 15:9

ଶତୃ କହିଲା, 'ମୁଁ ସମାନଙ୍କେୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ଯ ଭାଗ କରି ନବେି। ସମାନଙ୍କେର ଉପରେ ମାରେ ଅଭିଳାଷ ପୂର୍ଣ୍ଣ ହବେ। ମୁଁ ଆପଣା ଖଡ୍ଗ ନିକ୍ଷପେ କରିବି, ମାରେ ହସ୍ତ ସମାନଙ୍କେୁ ବିନାଶ କରିବ।'

ଯାତ୍ରା ପୁସ୍ତକ 15:19

କାରଣ ଫାରୋଙ୍କର ଘୋଡା, ରଥ ଏବଂ ସୈନ୍ଯମାନେ ସବୁ ସମୁଦ୍ର ଭିତରକୁ ଚାଲି ୟାଇଛନ୍ତି। ସଦାପ୍ରଭୁ ସମାନଙ୍କେ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇଶ୍ରାୟେଲ ଲୋକମାନେ ସମୁଦ୍ର ମଧିଅରେ ଶୁଷ୍କ ରାସ୍ତା ରେ ଗମନ କଲେ।

ପ୍ରଥମ ରାଜାବଳୀ 22:20

ସଦାପ୍ରଭୁ କହିଲେ, 'ତୁମ୍ଭମାନଙ୍କ ମଧ୍ଯରୁ କିଏ ରାଜା ଆହାବ୍କୁ କୁମନ୍ତ୍ରଣା ଦବୋକୁ ୟିବ, ସେ ଯେପରି ରାମାେତ୍-ଗିଲିଯଦ୍କୁ ୟାଇ ଅରାମୀଯ ବିରୁଦ୍ଧ ରେ ୟୁଦ୍ଧ କରି ମୃତ୍ଯୁବରଣ କରିବ।' ଏଥି ରେ କହେି ସ୍ବର୍ଗଦୂତଗଣ ଏକମତ ହେଲେ ନାହିଁ, ସମାନଙ୍କେର କଣ କରିବା ଉଚିତ୍।

ଉପଦେଶକ 9:3

ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।

ଯିଶାଇୟ 14:24

ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, ମୁଁ ଶପଥ କରୁଛି, ମୁଁ ଯାହା ଚାହିଁଥିଲି ତାହାହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସହେିପରି ମଧ୍ଯ ଘଟିବ।

Interlinear

Choose Theme