ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।
Cross references
ପୁଣି ମାରାରୁ ୟାତ୍ରା କରି ଏଲୀମ ରେ ଉପସ୍ଥିତ ହେଲେ; ସହେି ଏଲୀମ ରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସମାନେେ ସହେି ସ୍ଥାନ ରେ ଛାଉଣୀ ସ୍ଥାପନ କଲେ।
ସେ ମାେତେ କୋମଳ ସବୁଜ ସ୍ଥାନରେ ଶାଇେବାକୁ ଦିଅନ୍ତି। ସେ ମାେତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
ନଦୀର ଉଭୟ ପାଶର୍ବ ରେ ସବୁପ୍ରକାର ଖାଦ୍ୟ ଉପ ଯୋଗୀ ଫଳବୃକ୍ଷ ହବେ ଓ ସଗେୁଡ଼ିକର ପତ୍ର ମଳିନ ହବେ ନାହିଁ ଏବଂ ଫଳର ଅଭାବ ହବେ ନାହିଁ। କାରଣ ସହେି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳ ରେ ବଢ଼ିଥିବା ହତେୁ ପ୍ରତି ମାସ ରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ଯାର୍ଥେ ଔଷଧ ରୂପେ ବ୍ଯବହୃତ ହବେ।
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।