ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସମାନେେ ପ୍ରେତ୍ୟକକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମାଶାଙ୍କେୁ ଜଣାଇଲେ,
Cross references
ପ୍ରେତ୍ୟକକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସତେିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତବେେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତବେେଳେ ସମାନେେ ଦେଖିବେ ଯେ ତାହା ଦୁଇଗୁଣ ହାଇଯେିବ।
ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରେତ୍ୟକକ ଜଣ ନିଜନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ଯା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣ ରେ ତାହା ସଂଗ୍ରହ କର।'
କିନ୍ତୁ ମାଶାେ ସମାନଙ୍କେୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ଯକ୍ଷଗଣ ମାଶାଙ୍କେ ନିକଟକୁ ଗଲେ। ମାଶାେ ସମାନଙ୍କେ ସହିତ କଥୋପକଥନ ହେଲେ।
କାରଣ ସହେି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହବେ। ତଥାପି ତୁମ୍ଭମାନେେ କ୍ଷେତ୍ରୋତ୍ପନ୍ନ ଶସ୍ଯାଦି ଖାଇ ପାରିବ।
ତୁମ୍ଭମାନେେ ଅଷ୍ଟମ ବର୍ଷ ରେ ଯେତବେେଳେ ବୁଣିବ ସେତବେେଳେ ତୁମ୍ଭମାନେେ ପୁରାତନ ଶସ୍ଯ ଖାଉଥିବ। ତୁମ୍ଭମାନେେ ନବମବର୍ଷ ଫଳ ଉତ୍ପନ୍ନ ହବୋ ପର୍ୟ୍ଯନ୍ତ ସହେି ପୁରାତନ ଶସ୍ଯ ଖାଇବ।