ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ଯ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ୟାଇ ତାଙ୍କର ଆବଶ୍ଯକ ପରିମାଣ ରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡିବ ଯେ ସମାନେେ ଆମ୍ଭର ବ୍ଯବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।
Cross references
ମାଶାେ ସଦାପ୍ରଭୁଙ୍କୁ ଡାକି ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦଖାଇେଲେ। ମାଶାେ ସହେି ବୃକ୍ଷର ଶାଖାକୁ ଜଳ ରେ ପକାନ୍ତେ ଏହା ମଧୁର ହାଇଗେଲା।
ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।
ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।
ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!
ସମାନଙ୍କେ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଦଲେ। ସମାନଙ୍କେ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ 'ଆଜ୍ଞା ଦଲେ, ୟାଅ, ଭୂମିକୁ ଦିଅ,' ଯେଉଁଟାକି ତୁମ୍ଭେ ସମାନଙ୍କେୁ ଦବୋ ପାଇଁ ଶପଥ କରିଥିଲ।
ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ପାଇଁ ଆପଣାର ମଙ୍ଗଳମଯ ଆତ୍ମା ପ୍ରଦାନ କଲ। ତୁମ୍ଭେ ସମାନଙ୍କେଠାରୁ ତୁମ୍ଭର ମାନ୍ନା ଛଡାଇ ନଲେ ନାହିଁ। ସମାନଙ୍କେର ତୃଷ୍ନା ନିବାରଣାର୍ଥେ ସମାନଙ୍କେୁ ଜଳ ଦଲେ।
ରାଜା ଆଜ୍ଞା ଦେଲେ ଯେ, ପ୍ରେତ୍ୟକକ ଦିନ ଗାଯକମାନଙ୍କୁ ପୁରସ୍କାର ଦିଆୟିବା ଉଚିତ୍।
ଭୋଜନର୍ଥେ ସମାନଙ୍କେ ଉପରେ ମାନ୍ନା ବର୍ଷା କରାଇଲେ ଏବଂ ସେ ସମାନଙ୍କେୁ ସ୍ବର୍ଗର ଶସ୍ଯ ପ୍ରଦାନ କଲେ।
ଯେତବେେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ବର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
ଆମ୍ଭମାନେେ ଆବଶ୍ଯକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।
ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ବର ସମାନଙ୍କେୁ ଦଇେଥିଲେ। ଧର୍ମଶାସ୍ତ୍ର ରେ ଲଖାେ ଅଛି: 'ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଖାଇବାକୁ ଦଇେଥିଲେ।
ସମାନେେ ଏକମାତ୍ର ଆଧ୍ଯାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ।