କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୁଷାର୍ତ୍ତ ଥିଲେ। ତେଣୁ ସମାନେେ ମାଶାଙ୍କେୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ'ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠା ରେ ମରିବା ପାଇଁ?
Cross references
ସମାନେେ ମାଶାଙ୍କେୁ କହିଲେ, କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ'ଣ ମରିବାକୁ ଆଣିଲ? ଆମ୍ଭମାନେେ ମିଶର ରେ ଶାନ୍ତି ରେ ମରିପାରିଥାନ୍ତୁ। ଯେ ହତେୁ ମିଶର ରେ ବହୁ ପରିମାଣର କବର ଅଛି।
ଲୋକମାନେ ମାଶାଙ୍କେ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, ଆମ୍ଭେ କ'ଣ ପିଇବୁ?
ଏହାପରେ ସମଗ୍ର ଇଶ୍ରାୟେଲୀୟ ସମାଜ ମରୁଭୂମିଠା ରେ ମାଶାେ ଓ ହାରୋଣଙ୍କ ଉପରେ ଅସନ୍ତାଷେ ପ୍ରକାଶ କଲେ।
ଲୋକମାନେ କହିଲେ, ଏହା ବହୁତ ଭଲ ହାଇେଥାନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶର ରେ ହତ୍ଯା କରିଥାନ୍ତେ। ସଠାେରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ଯକ ପରିମାଣର ଖାଦ୍ୟ ସଠାେରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠା ରେ ଆମ୍ଭକୁ ଭୋକରେ ମାରିବାକୁ ଚାହଁ କି?
ସମାନଙ୍କେ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଦଲେ। ସମାନଙ୍କେ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ 'ଆଜ୍ଞା ଦଲେ, ୟାଅ, ଭୂମିକୁ ଦିଅ,' ଯେଉଁଟାକି ତୁମ୍ଭେ ସମାନଙ୍କେୁ ଦବୋ ପାଇଁ ଶପଥ କରିଥିଲ।
ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ପାଇଁ ଆପଣାର ମଙ୍ଗଳମଯ ଆତ୍ମା ପ୍ରଦାନ କଲ। ତୁମ୍ଭେ ସମାନଙ୍କେଠାରୁ ତୁମ୍ଭର ମାନ୍ନା ଛଡାଇ ନଲେ ନାହିଁ। ସମାନଙ୍କେର ତୃଷ୍ନା ନିବାରଣାର୍ଥେ ସମାନଙ୍କେୁ ଜଳ ଦଲେ।
ସମାନେେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ ଏବଂ ସମାନେେ ଦୁର୍ବଳ ହାଇୟୋଇଥିଲେ।