Home Bibles ଯାତ୍ରା ପୁସ୍ତକ 19:14 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 19:14 · ଓଡ଼ିଆ ବାଇବେଲ

ତେଣୁ ମାଶାେ ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସମାନଙ୍କେର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।

Cross references

ଆଦି ପୁସ୍ତକ 35:2

ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।

ଯାତ୍ରା ପୁସ୍ତକ 19:10

ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶଷେ ସଭାର ଆଯୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ।

ଗଣନା ପୁସ୍ତକ 31:23

ଯେଉଁ ଦ୍ରବ୍ଯ ଅଗ୍ନି ରେ ପକାୟାଇ ପାରିବ ନାହିଁ ତାକୁ ଜଳ ରେ ଧୋଇ ଶୁଚି କରିବ।

Interlinear

Choose Theme