ଏହାପରେ ସମାନେେ ତାଙ୍କର ପିତା ରୁଯଲଙ୍କେ ନିକଟକୁ ଫରେିଗଲେ। ସମାନଙ୍କେର ପିତା ତାଙ୍କୁ ପଚାରିଲେ, ତୁମ୍ଭମାନେେ ଆଜି ଏତେ ଶୀଘ୍ର କିପରି ଫରେି ଆସିଲ!
Cross references
ଯିଥ୍ରୋ ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋମିଦିଯନୀଯମାନଙ୍କ ଯାଜକ ଥିଲେ। ମାଶାେ ତାଙ୍କ ଶ୍ବଶୁରଙ୍କର ମଷେପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମାଶାେ ତାଙ୍କ ମଷେପଲଙ୍କୁ ମରୁଭୂମିର ପଶ୍ଚିମପଟକୁ ଆଗଇେ ନେଲେ। ମାଶାେ ହାରେବେ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ବରଙ୍କର ପର୍ବତ ଥିଲା।
ଏହାପରେ ମାଶାେ ତାଙ୍କର ଶ୍ବଶୁର ୟିଥ୍ରୋଙ୍କ ନିକଟକୁ ଫରେିଗଲେ। ମାଶାେ ୟିଥ୍ରୋଙ୍କୁ କହିଲେ, ଦୟାକରି ମାେତେ ମିଶରକୁ ୟିବାକୁ ଦିଅ। ମୁଁ ମାରେ ଲୋକମାନଙ୍କୁ ଦେଖିବା ପାଇଁ ଚାହୁଁଛି ଏବଂ ଜାଣିବା ପାଇଁ ଚାହୁଁଛି, ସମାନେେ ବର୍ତ୍ତମାନ କିପରି ଅଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଜୀବିତ ଅଛନ୍ତି କି ନାହିଁ?
ମିଦିଯନୀଯମାନଙ୍କର ଯାଜକ ୟିଥ୍ରୋ, ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକା ରେ ମାଶାେ ଏବଂ ତାଙ୍କର ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିଛନ୍ତି। ଏବଂ ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇଶ୍ରାୟେଲୀୟମାନଙ୍କୁ ବାହାର କରି ଆଣିଛନ୍ତି।
ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।
ମାତ୍ର ଯେଉଁ ଲୋକ ଅଶୁଚି ହାଇେ ନିଜକୁ ପରିଷ୍କାର ନ କରିବ ସହେି ପ୍ରାଣୀ ସମାଜ ମଧ୍ଯରୁ ପୃଥକ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅ େଶୗଚାର୍ଥକ ଜଳ ସଚେିତ ହେଲା ନାହିଁ। ତେଣୁ ସେ ଅଶୁଚି।
ଲୋକମାନେ ତାହାକୁ ପଚାରିଲେ, ସେ ଲୋକ କେଉଁଠି ଅଛନ୍ତି? ଲୋକଟି କହିଲା, ମୁଁ ଜାଣେ ନାହିଁ।