Home Bibles ଯାତ୍ରା ପୁସ୍ତକ 2:5 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 2:5 · ଓଡ଼ିଆ ବାଇବେଲ

ଠିକ୍ ତା'ପରେ ଫାରୋଙ୍କର କନ୍ଯା ନଦୀକୁ ଗା ଧୋଇବକୁ ଗଲେ। ସେ ସହେି ନଳବନ ମଧିଅରେ ଟୋକଇଟେିକୁ ପାଇଲେ। ତାଙ୍କର ଚାକରମାନେ ସହେି ନଦୀ କୂଳ ରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସହେି ପଡେିଟିକୁ ଆଣିବା ପାଇଁ କହିଲେ।

Cross references

ଯାତ୍ରା ପୁସ୍ତକ 7:15

ପ୍ରଭାତ ରେ, ଫାରୋ ନଦୀକୁ ଯିବେ। ନଦୀ କୂଳ ରେ ଫାରୋଙ୍କୁ ଅପେକ୍ଷା କର। ସହେି ଆଶାବାଡିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହାଇେ ୟାଇଥିଲା।

ଯାତ୍ରା ପୁସ୍ତକ 8:20

ପରମେଶ୍ବର ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ୟାଅ। ସେ ଯେତବେେଳେ ନଦୀକୂଳକୁ ୟିବ। ଏହିପରି କୁହ ସଦାପ୍ରଭୁ କହିଲେ, ' ମାରେ ଲୋକମାନଙ୍କୁ ଛାଡ ସମାନେେ ମାରେ ଉପାସନା କରିବେ।

ପ୍ରଥମ ରାଜାବଳୀ 17:6

ପୁଣି କାଉମାନେ ପ୍ରାତଃକାଳ ରେ ରୋଟୀ ଓ ମାଂସ ଓ ସନ୍ଧ୍ଯା ବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।

ଗୀତସଂହିତା 9:9

କେତକେ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସମାନେେ ଗରିବ ଏବଂ ସମାନଙ୍କେର ଅସୁବିଧା ଅଛି। ଯେତବେେଳେ ସମାନେେ ସମସ୍ଯାରେ ପଡ଼ନ୍ତି ସଦାପ୍ରଭୁ ସମାନଙ୍କେୁ ନିରାପତ୍ତା ଦିଅନ୍ତି।

ଗୀତସଂହିତା 12:5

କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।

ଗୀତସଂହିତା 46:1

ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 76:10

ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

ହିତୋପଦେଶ 21:1

କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।

ଯୂନସ 1:17

ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।

ଯୂନସ 2:10

ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:21

ତାହାଙ୍କୁ ବାହା ରେ ପକାଇ ଦବୋ ବେଳେ ଫାରୋଙ୍କର କନ୍ଯା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।

Interlinear

Choose Theme