ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।
Cross references
ସପ୍ତମ ଦିନ ରେ, ପରମେଶ୍ବର ସୃଷ୍ଟିର ପ୍ରେତ୍ୟକକ କାର୍ୟ୍ଯ ଜିନିଷକୁ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନ ରେ ପରମେଶ୍ବର ଆପଣାର ସମସ୍ତ କାର୍ୟ୍ଯରୁ ବିଶ୍ରାମ ନେଲେ।
ତଥାପି ସପ୍ତମ ଦିବସ ରେ ମଧ୍ଯ କହେି କହେି ଖାଦ୍ୟ ଖାଜେିବାକୁ ଗଲେ, ସମାନେେ କିଛି ପାଇଲେ ନାହିଁ।
ତୁମ୍ଭେ କବେବେି ବିଦେଶୀମାନଙ୍କ ପାଇଁ ଅନ୍ଯାଯ କର ନାହିଁ। ମନରେଖ, ଏକ ସମୟରେ ମଧ୍ଯ ତୁମ୍ଭମାନେେ ବିଦେଶୀ ଥିଲ ଯେତବେେଳେ ତୁମ୍ଭମାନେେ ମିଶର ରେ ବାସ କରୁଥିଲ।
ଛଅ ଦିନ ଧରି କାର୍ୟ୍ଯ କର ଏବଂ ସପ୍ତମ ଦିନ ରେ ବିଶ୍ରାମ କର। ଏପରି ମଧ୍ଯ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ଯ ଏପରି କରିବ। ସମାନଙ୍କେ ପାଇଁ ସପ୍ତମ ଦିନଟି ବିଶ୍ରାମ ଦବେ।
ଏହିକଥା ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭମାନେେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧିଅରେ ଏକ ଚିହ୍ନ ହବେ।
ତୁମ୍ଭମାନେେ ଛଅଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭମାନେେ ବିଶ୍ରାମ ନବେ। ତୁମ୍ଭମାନେେ ଏପରିକି ଶସ୍ଯ ବୁଣା ଏବଂ ଶସ୍ଯ ଅମଳ ସମୟରେ ଏହି ନିଯମ ପାଳନ କରିବ।
ସେତବେେଳେ ଇଶ୍ରାୟେଲ ଥିବା ସମୟରେ ଗୋଟିଏ ବ୍ଯକ୍ତିକୁ ବିଶ୍ରାମ ବାର ରେ କାଠ ସଂଗ୍ରହ କରୁଥିବାର ଦେଖିଲେ।
କିନ୍ତୁ ସଲ୍ଗମ ଦିନଟି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ କି ତୁମ୍ଭର ପକ୍ସ୍ଟତ୍ର କି ତୁମ୍ଭର କନ୍ଯା କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ କି ତୁମ୍ଭର କୌଣସି ପଶକ୍ସ୍ଟ, କି ତୁମ୍ଭର ନଗର ଦ୍ବାରାବର୍ତ୍ତୀ ବିଦେଶୀ, କହେି କୌଣସି କାର୍ୟ୍ଯ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତକ୍ସ୍ଟମ୍ଭପରି ବିଶ୍ରାମ କରିବେ।
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।
ତୁମ୍ଭେ କଦାପି ଦକ୍ସ୍ଟଃଖି ଓ ଦରିଦ୍ର ଲୋକମାନଙ୍କର କବେେ ଉପଦ୍ରବ୍ଯ କରିବ ନାହିଁ। ସେ ଇଶ୍ରାୟେଲୀୟ ହେଉ ବା ବିଦେଶୀଯ ହେଉ।
ଆମ୍ଭେ ପ୍ରତିଜ୍ଞା କରୁଅଛୁ, ଆଉ ଦେଶସ୍ଥ ଲୋକମାନେ ବିଶ୍ରାମ ବାର ରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ଯ ବିକିବାକୁ ଆଣିଲେ, ଆମ୍ଭମାନେେ ବିଶ୍ରାମଦିନ ରେ, କି ଅନ୍ୟ କୌଣସି ପବିତ୍ର ଦିନ ରେ ସମାନଙ୍କେଠାରୁ ତାହା କିଣିବୁ ନାହିଁ। ଆଉ ସପ୍ତମ ବର୍ଷ, ସର୍ବପ୍ରକାର ଋଣ ଆଦାଯ କରିବାର ଛାଡି ଦବେୁ।
ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।
ତା'ପରେ ସହେି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀର ରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ଯ ପ୍ରସ୍ତୁତ କରିବାକୁ ସଠାରୁେ ଚାଲିଗଲେ।