Home Bibles ☰ Books ଯାତ୍ରା ପୁସ୍ତକ 20:11 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 20:11 · ଓଡ଼ିଆ ବାଇବେଲ

ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।

Cross references

ଆଦି ପୁସ୍ତକ 1:1

ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।

ଆଦି ପୁସ୍ତକ 1:28

ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।

ଆଦି ପୁସ୍ତକ 1:31

ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

ଆଦି ପୁସ୍ତକ 2:2

ସପ୍ତମ ଦିନ ରେ, ପରମେଶ୍ବର ସୃଷ୍ଟିର ପ୍ରେତ୍ୟକକ କାର୍ୟ୍ଯ ଜିନିଷକୁ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନ ରେ ପରମେଶ୍ବର ଆପଣାର ସମସ୍ତ କାର୍ୟ୍ଯରୁ ବିଶ୍ରାମ ନେଲେ।

ଯାତ୍ରା ପୁସ୍ତକ 31:17

ମାରେ ଓ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଏହା ଏକ ଅନନ୍ତସାକାଳୀନ ଚିହ୍ନ ହବୋ ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନ ରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନ ରେ ବିଶ୍ରାମ କରି ଆଶ୍ବାସିତ ହାଇେଥିଲେ।'

ଗୀତସଂହିତା 95:4

ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ଯ ସଦାପ୍ରଭୁଙ୍କର।

ମାର୍କଲିଖିତ ସୁସମାଚାର 2:27

ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କୁ ସାହାୟ୍ଯ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହାଇେଛି। ବିଶ୍ରାମ ଦିବସ ଦ୍ବାରା ପରିଚାଳିତ ହବୋ ପାଇଁ ମନୁଷ୍ଯ ସୃଷ୍ଟି ହାଇନୋହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:7

ମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହବୋ ବେଳେ ପାଉଲ ସମାନଙ୍କେୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଚ଼ାଲିୟିବା ପାଇଁ ଯୋଜନା କରି ମଧ୍ଯରାତ୍ରି ପର୍ୟ୍ଯନ୍ତ ସମାନଙ୍କେୁ ଉପଦେଶ ଦେଲେ।

Interlinear

Choose Theme