Cross references
କଯିନ ତା'ର ଭାଇ ହବେଲକୁ କହିଲା, ଚ଼ାଲ କ୍ଷତକେୁ ୟିବା। ତେଣୁ କଯିନ ଏବଂ ହବେଲ କ୍ଷତକେୁ ବାହାରି ଗଲେ। ଏହାପରେ କଯିନ ହବେଲକୁ ଆକ୍ରମଣ କରି ହତ୍ଯା କଲେ।
ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।
ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଆଘାତ କରେ ଓ ହତ୍ଯାକରେ, ତବେେ ଆଘାତ କରିଥିବା ବ୍ଯକ୍ତିକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।
କିନ୍ତୁ ଯଦି ଜଣେ ବ୍ଯକ୍ତି ଇଚ୍ଛା କରି କିମ୍ବା ରାଗ ରେ ଅନ୍ୟଜଣକୁ ହତ୍ଯା କରେ, ତବେେ ହତ୍ଯାକାରୀ ନିଶ୍ଚିତ ମୃତ୍ଯୁଦଣ୍ଡ ପାଇବ। ତାକୁ ମାରେ ୟଜ୍ଞବଦେୀ ପାଖରୁ ନଇୟୋଅ ଓ ହତ୍ଯା କର।
ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ ମା ରେ, ଯଦି ଆଘାତପ୍ରାପ୍ତ ହାଇେ ଦାସଟି ମରିୟାଏ, ତବେେ ତା'ର ମୁନିବକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।
ଯଦି ଆଗରୁ ପ୍ରମାଣ ଥାଏ ଯେ ସହେି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବନ୍ଧି ରଖିନାହିଁ, ଯଦି ସେ କାହାରିକୁ ହତ୍ଯା କରେ ତବେେ ତା'ର ମୁନିବକୁ ମଧ୍ଯ ହତ୍ଯା କରାୟିବ।
ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ।
ଯଦି କହେି ଲୌହ ନିର୍ମିତ ଅସ୍ତ୍ରଦ୍ବାରା କରିବାକୁ ବଧ କଲେ, ତବେେ ସେ ନରହତ୍ଯାକାରୀ ଓ ସେ ପ୍ରାଣଦଣ୍ତ ପାଇବ।
ତୁମ୍ଭେ ନରହତ୍ଯା କରିବ ନାହିଁ।
ଏହା ଏପରି ହାଇପୋ ରେ ଯେ, କହେି ଜଣେ ଲକ୍ସ୍ଟଚି ରହିବ ଏବଂ ଫାନ୍ଦ ରେ ପକାଇବା ପାଇଁ ଅପେକ୍ଷା କରିବ, ଯାହାକକ୍ସ୍ଟ ସେ ଘୃଣା କରେ ତାକକ୍ସ୍ଟ ହତ୍ଯା କରିବାକୁ ଏବଂ ତାକକ୍ସ୍ଟ ହତ୍ଯା କରିବା ପରେ, ଧରାଯାଉ ସେ ସହେି ନଗରମାନଙ୍କରକ୍ସ୍ଟ ଏକ ନଗରକକ୍ସ୍ଟ ଦୌଡେ ଓ ଏକ ନାରାପଦ ନଗର ରେ ରହେ।
ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକକ୍ସ୍ଟ ଅବଜ୍ଞା କଲ? ସେ ଯାହା ଭୂଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀଯ ଊରିଯକକ୍ସ୍ଟ ମାରି ତା' ସ୍ତ୍ରୀକକ୍ସ୍ଟ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅେମ୍ମାନୀୟମାନଙ୍କ ଖଣ୍ତାଦ୍ବାରା ଊରିଯକକ୍ସ୍ଟ ମାରି ଅଛ।
ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'
ରାଜା ୟୋଯାଶ୍ଙ୍କ ପ୍ରତି ଯିହାୟୋଦାରଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହାୟୋଦାରଦା ଜିଖରିଯଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହାୟୋଦାରଦାଙ୍କ ପୁତ୍ର ଜିଖରିଯଙ୍କୁ ହତ୍ଯା କଲେ। ଜିଖରିଯ ମୃତ୍ଯୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, ତୁମ୍ଭମାନେେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ !
ସହେି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି। ସମାନେେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି। ସମାନେେ ନିର୍ଦ୍ ଦୋଷ ଲୋକଙ୍କୁ ହତ୍ଯା କରନ୍ତି।
ସହେି ଲୋକମାନେ ତୁମ୍ଭକୁ କହିପାରନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭମାନେେ ରକ୍ତପାଦ କରିବାକୁ ଚାହିଁ ବସୁ। ନିର୍ଦ୍ଦୋଶମାନଙ୍କୁ ବିନା କାରଣ ରେ ଧରିବାକୁ ଗୁପ୍ତ ରେ ଲୁଚି ରହୁ।
ତେଣୁ ଏହି ଲୋକମାନେ ଗୁପ୍ତ ରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ଯା କରିବା ପାଇଁ। କିନ୍ତୁ ବାସ୍ତବ ରେ ସମାନେେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥାନ୍ତି।
ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।
ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।
ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'
ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'
କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।
ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।
ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,
ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।