Cross references
ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।
ପୁଣି ତୁମ୍ଭେ କୌଣସି ପ୍ରତିବେଶୀ ସ୍ତ୍ରୀ ସହିତ ୟୌନ ସଂପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।
ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।
ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସୀ ମନୁଷ୍ଯର ସ୍ତ୍ରୀ ଯବେେ ବିପଥଗାମିନୀ ହାଇେ ତାହା ବିରୁଦ୍ଧ ରେ ସତ୍ଯ ଲଘଂନ କରେ,
ତୁମ୍ଭମାନେେ ବ୍ଯଭିଚାର କରିବ ନାହିଁ।
ଦାଉଦ ବତ୍ଶବୋକକ୍ସ୍ଟ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତବେେଳେ ସେ ଆସିଲେ। ସହେି ସ୍ତ୍ରୀ ସହିତ ଶଯନ କଲେ। ସେ ସମୟରେ ସହେି ସ୍ତ୍ରୀ ଲୋକଟି ଋତକ୍ସ୍ଟସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକକ୍ସ୍ଟ ଫରେିଗଲା।
ଶୋକ କରିବାର ସମୟ ଗତ ହବୋପରେ ଦାଉଦ ଲୋକ ପଠାଇ ବତ୍ଶବୋକକ୍ସ୍ଟ ନିଜ ଗୃହକକ୍ସ୍ଟ ଡକାଇଲେ। ତା'ପରେ ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ ଓ ସେ ଦାଉଦ ପାଇଁ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦଲୋ। ମାତ୍ର ଦାଉଦ ଏପରି ଯେଉଁ କାର୍ୟ୍ଯ କଲେ, ସେଥି ରେ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହେଲେ ନାହିଁ।
ସମାନଙ୍କେର ରାସ୍ତା ମାେଡ଼ି ହବୋ ଅବସ୍ଥା, ସମାନଙ୍କେର ରାସ୍ତା ବକ୍ର ଅଟେ।
ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।
ଆସ ଆମ୍ଭମାନେେ ପ୍ରଭାତୟାଏ କାମରସ ରେ ମତ୍ତ ଓ ପ୍ ରମେ ରେ ଭୋଳ ହବୋ।
ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।
ପୁଣି ବାବିଲ ରେ ୟିହୁତାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସମାନଙ୍କେ ମଧିଅରେ ସହେି ଦୁଇ ଲୋକଙ୍କ ଅଭିଶାପ କଥା ଉଦାହରଣ ସ୍ବରୂପ ପ୍ରଚାରିତ ହବେ। ସହେି ଲୋକମାନେ କହିବେ, 'ବାବିଲର ରାଜା ଯେପରି ସିଦିକିଯ ଓ ଆହାବଙ୍କୁ ଅଗ୍ନି ରେ ଦଗ୍ଧ କରିଥିଲେ ସଦାପ୍ରଭୁ ସମାନଙ୍କେୁ ସହେିପରି କରନ୍ତୁ।'
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'
ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'
ଯୀଶୁ କହିଲେ, ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡପତ୍ର ଦଇେ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସହେି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ଯଭିଚାର ପାପ ପାଇଁ ଦୋଷୀ ହୁଏ।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।
ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।