Home Bibles ☰ Books ଯାତ୍ରା ପୁସ୍ତକ 20:15 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 20:15 · ଓଡ଼ିଆ ବାଇବେଲ

ତୁମ୍ଭେ ଚୋରୀ କରିବ ନାହିଁ।

Cross references

ଯାତ୍ରା ପୁସ୍ତକ 21:16

ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଅପହରଣ କରି ବିକ୍ରଯ କରେ କିମ୍ବା ଦାସ ଭାବରେ ରେଖ, ତବେେ ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।

ଲେବୀୟ ପୁସ୍ତକ 6:1

ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

ଲେବୀୟ ପୁସ୍ତକ 19:11

ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।

ଲେବୀୟ ପୁସ୍ତକ 19:13

ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।

ଲେବୀୟ ପୁସ୍ତକ 19:35

ତୁମ୍ଭମାନେେ ବିଚାର କଲା ବେଳେ କିମ୍ବା ମାପ କି ତୌଲ କଲା ବେଳେ ଅଧର୍ମ କରିବ ନାହିଁ।

ଦିତୀୟ ବିବରଣ 24:7

ଧରାଯାଉ କୌଣସି ମନକ୍ସ୍ଟଷ୍ଯ ଯବେେ ତାଙ୍କର ପଡ଼ୋଶୀକକ୍ସ୍ଟ ଅପହରଣ କରେ ଓ ସେ ତାକକ୍ସ୍ଟ ଯଦି ଦାସରୂପେ ବ୍ଯବହାର କରେ, ବା ତାହାକକ୍ସ୍ଟ ବିକ୍ରଯ କରେ, ତବେେ ସହେି ଅପହରଣକର୍ତ୍ତାକକ୍ସ୍ଟ ହତ୍ଯା କରାୟିବା ଉଚିତ୍। ତେଣୁ ତୁମ୍ଭମାନଙ୍କ ମଧରକ୍ସ୍ଟ ସହେି ଦକ୍ସ୍ଟଷ୍କର୍ମ ଦୂର କରିବା ଉଚିତ୍।

ଦିତୀୟ ବିବରଣ 25:13

ତୁମ୍ଭେ ଆପଣା ଥଳୀ ରେ ଉଣା ଅଧିକ ଓଜନର ନାନା ପ୍ରକାର ବଟକରା ରଖିବ ନାହିଁ।

ଆୟୁବ ପୁସ୍ତକ 20:19

କାହିଁକି ? କାରଣ ସେ ଗରିବକୁ ଲୁଣ୍ଠନ କରିଛି ଏବଂ ସମାନଙ୍କେୁ ପରିତ୍ଯାଗ କରିଛି। ସେ ସମାନଙ୍କେ ସମ୍ପତ୍ତିକୁ ନଇୟୋଇଛି। ସେ ନିଜେ ନିର୍ମାଣ କରି ନ ଥିବା ଗୃହକୁ ମାଡ଼ିବସିଲା।

ହିତୋପଦେଶ 1:13

ଆମ୍ଭମାନେେ ତହିଁରୁ ସବୁପ୍ରକାର ବହୁମୂଲ୍ଯ ଧନ ପାଇବା। ଲୁଟିତ ଦ୍ରବ୍ଯ ରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ଆମୋଷ 3:10

ଲୋକମାନେ ସଠାେ ରେ କିପରି ସାଧୁତ୍ବଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସମାନଙ୍କେର ଗୋଦାମ ଘର ୟୁଦ୍ଧରୁ ଲୁଟିଥିବା ସମ୍ପତ୍ତି ରେ ପୁରିୟାଇଛି।

ଆମୋଷ 8:4

ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,

ମୀଖା 6:10

ମନ୍ଦାଗ୍ଭରୀଗଣ କ'ଣ ଏବେ ସୁଦ୍ଧା ଗ୍ଭରେି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସହେି ମନ୍ଦାଗ୍ଭରୀଗଣ ଏବେ କ'ଣ େଛାଟ ଐଫା ରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ଯ ଘଟୁଅଛି।

ମୀଖା 7:3

ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

Interlinear

Choose Theme