ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ଏଗୁଡିକ ହେଉଛି ଅନ୍ଯାନ୍ଯ ବ୍ଯବସ୍ଥା ତୁମ୍ଭେ ଲୋକମାନଙ୍କୁ ଜଣାଇବ।
Cross references
ତେଣୁ ମାଶାେ ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମାଶାେ ସମାନଙ୍କେୁ ପରମେଶ୍ବରଙ୍କର ଆଜ୍ଞା ସମସ୍ତଙ୍କୁ କହିଲେ।
ମାଶାେ ସଦାପ୍ରଭୁଙ୍କ ନିଯମ ଏବଂ ଆଜ୍ଞା ସମାନଙ୍କେୁ ଜଣାଇଲେ। ଏହାପରେ ସମସ୍ତ ଲୋକ ଏକ ସ୍ବର ରେ କହିଲେ, ସଦାପ୍ରଭୁଙ୍କର ସମସ୍ତ ନିଯମଗୁଡିକ ଆମ୍ଭମାନେେ ପାଳନ କରିବୁ।
ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭମାନେେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।
ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ବିଧି ପାଳନ କରିବ। ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ ଏହି ସକଳ ଘୃଣା ଯୋଗ୍ଯ କର୍ମ ମଧ୍ଯରୁ କୌଣସି କର୍ମ କରିବ ନାହିଁ।
ଏଣୁ ତୁମ୍ଭମାନେେ ମାରେ ସମସ୍ତ ବ୍ଯବସ୍ଥା ଓ ସମସ୍ତ ବିଧି ମାନ୍ଯକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।
ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
ତବେେ ମଣ୍ତଳୀ ସହେି ହତ୍ଯାକାରୀର ଓ ରକ୍ତର ପ୍ରତିହନ୍ତାର ବିଷଯ ଏହି ଶାସନାନୁସା ରେ ବିଚାର କରିବେ।
ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।
ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
ଯେଉଁସବୁ ଯଥାର୍ଥା ବିଧି ଓ ବ୍ଯବସ୍ଥା ଯେପରି ଶିକ୍ଷା ଆଦି ଦଇେଅଛି, ତାହା ତକ୍ସ୍ଟଲ୍ଯ କୌଣସି ଜାତିଗଣ ମଧିଅରେ ନାହିଁ।
ପକ୍ସ୍ଟଣି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସହେି ଦେଶ ରେ ତୁମ୍ଭମାନଙ୍କର ପାଳନୀଯ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସହେି ସମୟରେ ମାେତେ ଆଜ୍ଞା ଦେଲେ।
ଏହିସବୁ ପ୍ରମାଣିତ ବାକ୍ଯ, ନିଯମ, ବ୍ଯବସ୍ଥା ଯାହାକି ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଦେଲେ, ଯେତବେେଳେ ମିଶରରକ୍ସ୍ଟ ବାହାରି ଆସିଲେ।
ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ବିଧି ସବୁ କହକ୍ସ୍ଟଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।
ମାତ୍ର ତୁମ୍ଭେ ଏହି ସ୍ଥାନ ରେ ମାେ ନିକଟରେ ଠିଆ ହକ୍ସ୍ଟଅ। ମୁ ତୁମ୍ଭକୁ ଆଜ୍ଞା, ନିଯମ ଏବଂ ଶାସନସବୁ କହିବି, ମୁ ସମାନଙ୍କେୁ ସମାନଙ୍କେର ଅଧିକାର ଦବେି। ଯାହାକି ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ଉଚିତ୍ ଏବଂ ସମାନେେ ସହେି ଦେଶ ରେ ତାହା ମାନିବା ଉଚିତ୍।'
ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।
ଭବିଷ୍ଯତ ରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଚାରିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା, ବିଧି ଓ ଶାସନ ଦଇେଛନ୍ତି, ସେସବୁର ଅଭିପ୍ରାଯ କ'ଣ?'
ତୁମ୍ଭମାନେେ ତୁମ୍ଭମାନଙ୍କର ସବୋ କରିବା ପାଇଁ ଯେଉଁ ଏବ୍ରୀଯ ଲୋକ ବା ମହିଳାମାନଙ୍କୁ କ୍ରିତଦାସ ଭାବେ କିଣିଥିବ। ତୁମ୍ଭମାନେେ ସମାନଙ୍କେୁ ଛଅ ବର୍ଷ ରଖିପାରିବ। କିନ୍ତୁ ସମସ୍ତ ବର୍ଷ ତୁମ୍ଭେ ସମାନଙ୍କେୁ ନିଶ୍ଚଯ ମକ୍ସ୍ଟକ୍ତ କରିବ।
ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହବେ, ଆମ୍ଭର ସମସ୍ତ ବ୍ଯବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସା ରେ ଗ୍ଭଲିବ ତବେେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସହେି ବାକ୍ଯ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।
ତୁମ୍ଭମାନଙ୍କ ନିକଟକୁ ହତ୍ଯା, ଆଇନ୍ ଅମାନ୍ଯ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗର ରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ଯରୁ ହିଁ ଆସିବ। ଏହିସବୁ ମାମଲା ରେ ତୁମ୍ଭମାନେେ ଲୋକମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ ନ କରିବା ନିମନ୍ତେ ସତର୍କ କରାଇଦବେ। ଯଦି ତୁମ୍ଭମାନେେ ବିଶ୍ବସ୍ତ ଭାବେ ସବୋ କରିବ ନାହିଁ, ତବେେ ତୁମ୍ଭ ବିରୁଦ୍ଧ ରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତବେେ ତୁମ୍ଭମାନେେ ଦୋଷୀ ହବେ ନାହିଁ।
ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।
ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !
ତା'ପ ରେ ଆମ୍ଭେ ସମାନଙ୍କେୁ ଆପଣାର ବିଧି ଦଲେୁ ଓ ଆପଣା ବ୍ଯବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।
ତେଣୁ ଯେଉଁ ବିଧି ମଙ୍ଗଳଜନକ ନୁହେଁ ସହେିସବୁ ବିଧି ଆମ୍ଭେ ସମାନଙ୍କେୁ ଦଲେୁ ଓ ଯେଉଁ ଶାସନ ରେ ସମାନେ ବଞ୍ଚିବେ ନାହିଁ ସହେିପରି ଶାସନ ସମାନଙ୍କେୁ ଦଲେୁ।
ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।