Home Bibles ଯାତ୍ରା ପୁସ୍ତକ 21:28 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 21:28 · ଓଡ଼ିଆ ବାଇବେଲ

ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତବେେ ତା'ର ମୁନିବ ଦୋଷୀ ହବୋନାହିଁ କିନ୍ତୁ ସହେି ବଳଦକୁ ପଥର ଦ୍ବାରା ମରାୟିବ ଓ ତା'ର ମାଂସ ଖିଆୟିବ ନାହିଁ।

Cross references

ଆଦି ପୁସ୍ତକ 9:5

ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।

ଯାତ୍ରା ପୁସ୍ତକ 21:32

କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।

ଲେବୀୟ ପୁସ୍ତକ 20:15

ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।

Interlinear

Choose Theme