ଯାତ୍ରା ପୁସ୍ତକ 21:36 · ଓଡ଼ିଆ ବାଇବେଲ
ମାତ୍ର ତା'ର ଗୋରୁ ପୂର୍ବରୁ ବିନ୍ଧୁଥିବା ଜାଣି ଯଦି ତା'ର ମୁନିବ ତାକୁ ବନ୍ଧି ନରେଖ, ତବେେ ସେ ଗୋରୁ ପରିଶାଧେ ରେ ଗୋରୁ ନବେ ମାତ୍ର ମୃତ ଗୋରୁ ତା'ର ନିଜର ହବେ।
Cross references
ଲେବୀୟ ପୁସ୍ତକ 24:18
ୟିଏ କହେି କୌଣସି ପଶୁକୁ ହତ୍ଯା କରେ ସେ ମାରିଥିବା ପଶୁର ପ୍ରାଣ ଫରୋଇ ଆଣି ତା'ର କ୍ଷତିପୂରଣ ଦବେ।