Home Bibles ଯାତ୍ରା ପୁସ୍ତକ 21:4 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 21:4 · ଓଡ଼ିଆ ବାଇବେଲ

ଯଦି ତା'ର ମୁନିବ ତାକୁ ବିବାହ କରି ଦଇେଥାଏ, ଯଦି ସହେି ସ୍ତ୍ରୀଠାରୁ ପୁତ୍ରକନ୍ଯା ଜନ୍ମ ହାଇେଥାଏ, ତବେେ ତା'ର ସ୍ତ୍ରୀ ଓ ପୁତ୍ର କନ୍ଯା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାୟିବ।

Cross references

ଆଦି ପୁସ୍ତକ 16:2

ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।

ଆଦି ପୁସ୍ତକ 17:13

ସେଥିବାଇଁ ତୁମ୍ଭର ସମସ୍ତ ପୁରୁଷ ସବେକଗଣ ନିଶ୍ଚଯ ସୁନ୍ନତ ହବେେ ଓ ତୁମ୍ଭମାନଙ୍କର ଶରୀର ରେ, ଚୁକ୍ତି ହିସାବ ରେ ମାରେ ଚିରନ୍ତନ ଚିହ୍ନ ରହିବ।

Interlinear

Choose Theme