ମନରେଖ, ଅତୀତ ରେ ତୁମ୍ଭମାନେେ ମିଶର ରେ ବିଦେଶୀ ରୁପେ ଥିଲ। ତେଣୁ ତୁମ୍ଭ ଦେଶ ରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।
Cross references
ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
ତୁମ୍ଭେ କବେବେି ବିଦେଶୀମାନଙ୍କ ପାଇଁ ଅନ୍ଯାଯ କର ନାହିଁ। ମନରେଖ, ଏକ ସମୟରେ ମଧ୍ଯ ତୁମ୍ଭମାନେେ ବିଦେଶୀ ଥିଲ ଯେତବେେଳେ ତୁମ୍ଭମାନେେ ମିଶର ରେ ବାସ କରୁଥିଲ।
ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ।
ଆଉ ଯବେେ ତୁମ୍ଭର ଭାଇ ଦରିଦ୍ର ହାଇୟୋଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତବେେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।
ଏଥିପାଇଁ ତୁମ୍ଭମାନେେ ବିଦେଶୀକକ୍ସ୍ଟ ପ୍ ରମେ କର, କାରଣ ତୁମ୍ଭମାନେେ ମିଶର ଦେଶ ରେ ବିଦେଶୀ ଥିଲ।
ମନରେଖ, ଯେ ତୁମ୍ଭମାନେେ ମିଶର ଦେଶ ରେ ସଐୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ଏଥିପାଇଁ ମୁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
ତୁମ୍ଭମାନେେ ଇଦୋମୀଯ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ। କାରଣ ସମାନେେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭମାନେେ ମିଶରୀଯମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ କାରଣ ତୁମ୍ଭମାନେେ ସମାନଙ୍କେ ଦେଶ ରେ ବିଦେଶୀପରି ବାସ କରୁଥିଲ।
ତୁମ୍ଭେ ବିଦେଶୀର କି ପିତୃମାତୃହୀନ ବିଗ୍ଭର ରେ ଅନ୍ଯାଯ କରିବ ନାହିଁ। କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,
ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।
ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।