Home Bibles ଯାତ୍ରା ପୁସ୍ତକ 22:23 · ଓଡ଼ିଆ ବାଇବେଲ
ଯାତ୍ରା ପୁସ୍ତକ 22:23 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ କହେି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତବେେ ମୁଁ ତାଙ୍କର ଦୁଃଖ ଶୁଣିବି।

Cross references

ଦିତୀୟ ବିବରଣ 15:9

ଏପରି କାହାକକ୍ସ୍ଟ ଋଣ ଦବୋକକ୍ସ୍ଟ ମନା କର ନାହିଁ, ଯେ ହତେକ୍ସ୍ଟ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହାଇଗେଲାଣି ବୋଲି। ତୁମ୍ଭମାନଙ୍କ ମଧିଅରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନକ୍ସ୍ଟହଁ। ସାବଧାନ ହକ୍ସ୍ଟଅ, ଗୋଟିଏ ନିଃଶ୍ବ ଲୋକ ପ୍ରତି କୃପଣ ହକ୍ସ୍ଟଅ ନାହିଁ! କାରଣ ଯଦି ସହେି ବ୍ଯକ୍ତି ତକ୍ସ୍ଟମ୍ଭ ପ୍ରତିକୂଳ ରେ ସଦାପ୍ରଭୁଙ୍କୁ ଡାକେ, ତବେେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବଚେନା କରାୟିବ।

ଦିତୀୟ ବିବରଣ 24:15

ସନ୍ଧ୍ଯା ପୂର୍ବରକ୍ସ୍ଟ ତାହାକକ୍ସ୍ଟ ତାହାର ବତନେ ଦବେ। କାରଣ ସେ ଦକ୍ସ୍ଟଃଖୀ ଲୋକ ତହିଁ ଉପରେ ତାହାର ମନ ଥାଏ। କଜାେଣି ସେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହବେ।

ଆୟୁବ ପୁସ୍ତକ 31:38

ମାରେ ଜମି ମୁଁ କାହାଠାରୁ ଚୋରି କରି ନାହିଁ। ଏହା ଚୋରି କରିଥିବା କଥା କହେି ମାେତେ ଦୋଷ ଦଇେ ପାରିବେ ନାହିଁ।

ଆୟୁବ ପୁସ୍ତକ 34:28

ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।

ଆୟୁବ ପୁସ୍ତକ 35:9

ଦୁଷ୍ଟ ଲୋକମାନେ ଯେତବେେଳେ ଆଘାତ ପାଆନ୍ତି, ସମାନେେ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ସମାନେେ ଶକ୍ତିମାନ ଲୋକଙ୍କ ପାଖକୁ ୟାଆନ୍ତି ଓ ସମାନଙ୍କେର ସାହାୟ୍ଯ ପ୍ରାର୍ଥନା କରନ୍ତି।

ଗୀତସଂହିତା 10:17

ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

ଗୀତସଂହିତା 18:6

ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।

ଗୀତସଂହିତା 140:12

ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।

ଗୀତସଂହିତା 145:19

ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି।

ଗୀତସଂହିତା 146:7

ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।

ହିତୋପଦେଶ 22:22

ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।

ହିତୋପଦେଶ 22:23

ସଦାପ୍ରଭୁ ସମାନଙ୍କେ ପକ୍ଷ ରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସମାନଙ୍କେ ଦ୍ରବ୍ଯ ଅପହରଣ କରିବେ, ସେ ସମାନଙ୍କେର ପ୍ରାଣ ଅପହରଣ କରିବେ।

ହିତୋପଦେଶ 23:10

ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।

ଯିରିମିୟଙ୍କ ବିଳାପ 5:3

ଆମ୍ଭମାନେେ ଅନାଥ ଓ ପିତୃହୀନ ହାଇେଅଛୁ। ଆମ୍ଭମାନଙ୍କ ମାଆମାନେ ବିଧବା ତୁଲ୍ଯ ହାଇେଛନ୍ତି।

ଲୂକଲିଖିତ ସୁସମାଚାର 18:7

ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥାନ୍ତି। ଯାହା ଠିକ୍, ତାହା ପରମେଶ୍ବର ତାହାଙ୍କ ଲୋକଙ୍କୁ ସ ଦବେଳେେ ଦଇେଥାନ୍ତି। ନିଜ ଲୋକଙ୍କୁ ଉତ୍ତର ଦବୋ ରେ ପରମେଶ୍ବର ଆଦୌ ବିଳମ୍ବ କରିବେ ନାହିଁ।

ଯାକୁବଙ୍କ ପତ୍ 5:4

ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।

Interlinear

Choose Theme