ପୁଣି ସର୍ବପ୍ରକାର ଅଧର୍ମ ବିଷଯ ରେ, ଅର୍ଥାତ୍ ଗୋରୁ କି ଗଧ, ମଷେ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ଯ ବିଷଯ ରେ ଯବେେ କହେି କ ହେ, ଏହା ସହେି ଦ୍ରବ୍ଯ ଏବଂ ଅନ୍ୟ ଜଣେ କହିବ, 'ନା ଏହା ତାହା ନୁହେଁ' ତବେେ ଉଭୟ ପକ୍ଷଙ୍କ କଥା ପରମେଶ୍ବରଙ୍କ ସାକ୍ଷାତ ରେ ଉପସ୍ଥିତ ହବେ, ତହିଁରେ ପରମେଶ୍ବର ଯାହାକୁ ଦୋଷୀ ବିଚାର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦବେ।
Cross references
ଯେତବେେଳେ ତୁମ୍ଭର ମଷେ ଓ ଛଳେି ହିଂସ୍ର ଜନ୍ତୁମାନଙ୍କ ଦ୍ବାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦଲେି ନାହିଁ। କିନ୍ତୁ ମାରେ ନିଜର ମଷେ ବା ଛଳେି ତା' ସ୍ଥାନ ରେ ରଖିଲି। ଯଦି କିଛି ରାତି ବା ଦିନ ରେ ଚୋରୀ ହେଉଥିଲା ମାରେ ନିଜର ପଶୁ ତା' ସ୍ଥାନ ରେ ଯୋଗଇଲି।
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍
ଯଦି ଚୋରି ହାଇେଥିବା ପଶୁଟି ସହେି ଲୋକ ପାଖ ରେ ମିଳେ, ଏହା ବଳଦ ହେଉ, ଗଧ କିମ୍ବା ମଷେ ହେଉ, ସେ ଚୋରି କରିଥିବା ଜିନିଷର ଦୁଇଗୁଣା ଦବେ।
ଆଉ କହେି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ଯ ରଖିବା ପାଇଁ ସମର୍ପଣ କଲେ ତାହା ଯବେେ କହେି ସହେି ଲୋକର ଗୃହରୁ ଚୋରିକରେ ଓ ସହେି ଚୋର ଧରାପଡେ, ତବେେ ସେ ତା'ର ଦୁଇଗୁଣ ଦବେ।
ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।
ଦରିଦ୍ର ବିଚା ରରେ ତୁମ୍ଭେ ତା ପ୍ରତି ଅନ୍ଯାଯ କରିବ ନାହିଁ। ତାକୁ ଅନ୍ୟ ଲୋକଙ୍କ ପରି ନ୍ଯାଯ ଦବେ।
ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।
ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ଯକ୍ତି ବିରୁଦ୍ଧ ରେ ଅପରାଧ କରେ, ତବେେ ସମାନେେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ମଧ୍ଯ ଅପରାଧ କରିଛନ୍ତି। ସମାନେେ ଦୋଷୀ।
ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।
ଯେତବେେଳେ ଦୁଇଜଣଙ୍କ ମଧିଅରେ ମାଡପିଟ୍ ଲାଗେ, ସମାନେେ ନ୍ଯାୟଳୟକୁ ୟିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।
ଯଦି କହେି ନିଜ ପ୍ରତିବେଶୀ ବିରୁଦ୍ଧ ରେ କିଛି ପାପ କରେ ତବେେ ତାକୁ ଏହି ମନ୍ଦିରର ୟଜ୍ଞବଦେୀ ନିକଟକୁ ଅଣାୟିବ। ସଂପୃକ୍ତ ବ୍ଯକ୍ତି ଜଣଙ୍କ ସହେି ଭୂଲ୍ କରିଥିବା ବ୍ଯକ୍ତି ଜଣକ ବିରୁଦ୍ଧ ରେ ଶାପ ଦବେ।
ତୁମ୍ଭମାନଙ୍କ ନିକଟକୁ ହତ୍ଯା, ଆଇନ୍ ଅମାନ୍ଯ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗର ରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ଯରୁ ହିଁ ଆସିବ। ଏହିସବୁ ମାମଲା ରେ ତୁମ୍ଭମାନେେ ଲୋକମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ ନ କରିବା ନିମନ୍ତେ ସତର୍କ କରାଇଦବେ। ଯଦି ତୁମ୍ଭମାନେେ ବିଶ୍ବସ୍ତ ଭାବେ ସବୋ କରିବ ନାହିଁ, ତବେେ ତୁମ୍ଭ ବିରୁଦ୍ଧ ରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତବେେ ତୁମ୍ଭମାନେେ ଦୋଷୀ ହବେ ନାହିଁ।
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।
ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।
ମାରେ ସ୍ବର୍ଗୀୟ ପରମପିତା ତୁମ୍ଭକୁ ଯେ ଭଳି ବ୍ଯବହାର ଦଖାଇବେେ, ଏହି ରାଜା ଚାକରକୁ ଠିକ୍ ସହେିଭଳି ବ୍ଯବହାର ଦଖାଇେଲେ। ଅତଏବ ତୁମ୍ଭମାନେେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦବେ। ନଚତେ ମାରେ ସ୍ବର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦବେନୋହିଁ।