ଯାତ୍ରା ପୁସ୍ତକ 23:10 · ଓଡ଼ିଆ ବାଇବେଲ
ମଞ୍ଜି ବୁଣା, ଶସ୍ଯ ଅମଳ କର, ଭୂମିକୁ ଛଅ ବର୍ଷ ପାଇଁ ଫସଲ କର।
Cross references
ଲେବୀୟ ପୁସ୍ତକ 25:3
ଛଅବର୍ଷ ପର୍ୟ୍ଯନ୍ତ ତୁମ୍ଭମାନେେ ନିଜନିଜ କ୍ଷେତ୍ର ରେ ବୀଜ ବୁଣିବ ଓ ଛଅବର୍ଷ ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ଦ୍ରାକ୍ଷାଲତା ଝାଡିର ଓ ତହିଁର ଫଳ ସଂଗ୍ରହ କରିବ।
ଲେବୀୟ ପୁସ୍ତକ 25:7
ଆଉ ତୁମ୍ଭମାନଙ୍କର ପଶୁର ଓ ଅନ୍ଯାନ୍ଯ ବନପଶୁମାନଙ୍କ ନିମନ୍ତେ ପ୍ରଚୁର ଖାଦ୍ୟ ହବେ।